ଧମକ ମିଳିବା ପରେ ମୁହଁ ଖୋଲିଲେ ସଲମାନ କହିଲେ, ମୁଁ ସମସ୍ତଙ୍କ ଭାଇ ନୁହେଁ…

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନ ବୁଧବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ଏହି ସମୟରେ ସଲମାନ ପ୍ରଶ୍ନ କରାଯାଇଥିଲା କି ଆପଣ ଭାରତର ଭାଇଜାନ। ହେଲେ ଆପଣଙ୍କୁ ଧମକ ଦିଆଯାଉଛି। ଯାହାର ଉତ୍ତରରେ ସେ କହିଛନ୍ତି, ମୁଁ ସମସ୍ତଙ୍କର ଭାଇ ନୁହେଁ, ମୁଁ କାହାର ଭାଇ ଏବଂ କାହାର ଜୀବନ ମଧ୍ୟ ଅଟେ

ଏକ ସାକ୍ଷାତକାର ସମୟରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଖୋଲାଖୋଲି ଭାବେ ସଲମାନ ଖାନଙ୍କୁ ହତ୍ୟା କରିବେ ବୋଲି ଧମକ ଦେଇଥିଲେ। ଲରେନ୍ସ କହିଥିଲେ ଯେ ସଲମାନ ଖାନ ଆମ ଅଞ୍ଚଳରେ ହରିଣକୁ ହତ୍ୟା କରିଛନ୍ତି। ତାଙ୍କୁ ବିକାନେରର ଆମ ମନ୍ଦିରକୁ ଯାଇ ଏଥିପାଇଁ କ୍ଷମା ମାଗିବାକୁ ପଡିବ। ଲରେନ୍ସ ଏହା ମଧ୍ୟ କହିଛନ୍ତି ଯେ ମୁଁ ବର୍ତ୍ତମାନ ଗୁଣ୍ଡା ନୁହେଁ, କିନ୍ତୁ ସଲମାନ ଖାନଙ୍କୁ ହତ୍ୟା କରିବା ପରେ ମୁଁ ଗୁଣ୍ଡା ହୋଇଯିବି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟଙ୍କ ପ୍ରଥମ ମରାଠି ଫିଲ୍ମର ଶୁଟିଂ ଆରମ୍ଭ

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ଏବେ ତାଙ୍କ ମରାଠି ଫିଲ୍ମକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଅକ୍ଷୟ ଏହି ଫିଲ୍ମରେ ଛତ୍ରପତି ଶିବାଜୀ ଭୂମିକାରେ...

ଫିଲ୍ମରେ ବଳାତ୍କାର ଦୃଶ୍ୟ ଦେଖି ଏହି ଅଭିନେତାଙ୍କୁ ଅପମାନିତ କରି ଘରୁ ବାହାର କରିଦେଇଥିଲେ ପରିବାରଲୋକେ

ବଲିଉଡ୍‌ର ପ୍ରସିଦ୍ଧ ଖଳନାୟକ ରଣଜୀତ୍‌ ନିକଟରେ କପିଲ ଶର୍ମାଙ୍କ ଶୋ’ରେ ପହଞ୍ଚିଥିଲେ। ତାଙ୍କ ସହ ଗୁଲଶନ ଗ୍ରୋଭର ଏବଂ ଅଭିନେତ୍ରୀ ବିନ୍ଦୁ ମଧ୍ୟ ଉପସ୍ଥିତ ଥିଲେ।...

ବିଜୟ ଦେବରକୋଣ୍ଡାଙ୍କୁ ଡେଟ କରିବାକୁ ଚାହୁଁଛନ୍ତି ସାରା

ମୁମ୍ବାଇ: ବଲିଉଡ ନାୟିକା ସାରା ଅଲି ଖାଁ ତାଙ୍କ ମନ କଥା ଖୋଲି କହିଛନ୍ତି । ନିକଟରେ କରନ ଜୋହରଙ୍କ ଶୋ କଫି ୱିଥ କରନ...

ଗୋଟିଏ କିସ୍‌ରେ ଅମ୍ରିତା ସିଂଙ୍କୁ ପ୍ରେମ କରି ବସିଥିଲେ ଶୈଫ୍‌ ଅଲ୍ଲୀ ଖାଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅମ୍ରିତା ସିଂ ରବିବାର ୬୨ ବର୍ଷରେ ପାଦ ଥାପିଛନ୍ତି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତା...

ପରଲୋକରେ ଭେଟେରାନ ଅଭିନେତା ସତ୍ୟନାରାୟଣ

ମୁମ୍ବାଇ: ଭେଟେରାନ ତେଲୁଗୁ ଅଭିନେତା କାଇକାଲା ସତ୍ୟନାରାୟଣଙ୍କର ପରଲୋକ ଘଟିଛି। ହାଇଦ୍ରାବାଦସ୍ଥିତ ତାଙ୍କ ବାସଭବନରେ ୮୭ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।...

ଗାୟକ ହେବା ପାଇଁ ଭଲ ଚାକିରି ଛାଡିଦେଇ ଥିଲେ କେକେ: ଏହି ସୁପରହିଟ୍‌ ଗୀତ ବଦଳାଇ ଦେଇଥିଲା ଜୀବନର ଗତିପଥ

ବଲିଉଡର ପ୍ରସିଦ୍ଧ ପ୍ଲେ ବ୍ୟାକ୍‌ ସିଙ୍ଗର କୃଷ୍ଣକୁମାର କୁନ୍ନାଥ ୧୯୬୮ ମସିହା ୨୩ ଅଗଷ୍ଟରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଇଣ୍ଡଷ୍ଟ୍ରିରେ କେ.କେ. କେବଳ ହିନ୍ଦୀରେ ନୁହେଁ...

ଭାଇ ରଣବୀରଙ୍କ ବିବାହରେ କିପରି ଦିଶୁଥିଲେ କରିନା

ଲଭ ବାର୍ଡ ଆଲିଆ ଭଟ୍ଟ ରଣବୀର କପୁର ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପରିବାର ଲୋକଙ୍କ ଗହଣରେ ସାତ ଜନ୍ମକୁ ସାଥୀ ହୋଇଛନ୍ତି ଏହି...

ଏଥିପାଇଁ ଇସ୍‌ଲାମ ଧର୍ମ ଗ୍ରହଣ କରିଥିଲେ ସରୋଜ ଖାନ୍‌

ବମ୍ବେ: ବଲିଉଡର ଲୋକପ୍ରିୟ କୋରିଓଗ୍ରାଫର ସରୋଜ ଖାନ୍‌ଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ୨୦୦ରୁ ଅଧିକ ଫିଲ୍ମରେ ସେ...

Advertisement
Archives

Model This Week