କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୋଟ୍‌ ଦେଲେ ସଲମାନ

ମୁମ୍ବାଇ,୨୦ା୧୧: ବୁଧବାର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ୨୮୮ଟି ଆସନ ପାଇଁ ଭୋଟ୍‌ ଗ୍ରହଣ କରାଯାଉଛି। ସମସ୍ତ ବଲିଉଡ୍‌ ଷ୍ଟାର୍‌ ଭୋଟ୍‌ ଦେଇ ନିଜର କର୍ତ୍ତବ୍ୟ ପାଳନ କରୁଛନ୍ତି। ସୁପରଷ୍ଟାର ସଲମାନ ଖାନ୍‌ ମଧ୍ୟ  ମୁମ୍ବାଇରେ ଭୋଟ୍‌ ଦେଇଛନ୍ତି।

ସଲମାନ ଏକ ଧୂସର ରଙ୍ଗର ଟି-ଶର୍ଟ, କଳା କ୍ୟାପ୍‌ ଏବଂ କଳା ଚଷମା ପିନ୍ଧି ସଲମାନ ‘ସିକନ୍ଦର’ ଲୁକ୍‌ରେ ଭୋଟ୍‌ ଦେବାକୁ ଆସିଥିଲେ। ସେ ବାନ୍ଦ୍ରା ଓ୍ବେଷ୍ଟର ମତଦାନ କେନ୍ଦ୍ରରେ ନିଜର ଭୋଟ୍‌ ଦେଇଛନ୍ତି। ଏହି ସମୟ ମଧ୍ୟରେ ସୁପରଷ୍ଟାରଙ୍କୁ କଡ଼ା ସୁରକ୍ଷା ବଳୟରେ ରଖାଯାଇଥିବାର ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫଳକରେ ନାମ ନ ରଖିବା ରାଜ୍ୟ ସଭା ପ୍ରତି ଅପମାନ: ଦେବାଶିଷ

କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ନେତାଜୀ ଜୟନ୍ତୀ ଅବସରରେ ଓଡ଼ିଆ ବଜାରସ୍ଥିତ ନେତାଜୀ ସଂଗ୍ରହାଳୟ ପରିସରରେ ପୋଷ୍ଟାଲ ଗ୍ୟାଲେରି ଓ ନିକଟରେ ଥିବା ସଂସ୍କୃତି ଭବନକୁ ଉପରାଷ୍ଟ୍ରପତି ଉଦ୍‌ଘାଟନ କରିଥିଲେ।…

ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ପରେ ଖୋଳାହେଲା ବୋରୱେଲ, ଚାଷୀଙ୍କ ମହଲରେ ଖୁସି

କେସିଙ୍ଗା,୨୪।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ପ୍ରାୟ ୨୦ ଜଣ ଚାଷୀ ୪ ଲକ୍ଷ ଟଙ୍କା ଗତ ୨୦୨୩ରେ ଏନ ଲାଇନରେ…

ଅବାଧରେ ଚାଲିଛି ନିଶା କାରବାର: ପୋଲିସ ବାବୁଙ୍କ ଫାର୍ମ ହାଉସ୍‌ରେ…

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଗାଁଠୁ ସହର ସବୁଠି ଅବାଧରେ ଚାଲିଛି ନିଶା କାରବାର। ଚିରାଚରିତ ଢଙ୍ଗରେ ପୋଲିସ ଓ ଅବକାରୀ ବିଭାଗ ଧରପଗଡ଼ କରୁଛନ୍ତି। ଚୋରାମଦ,…

ଭଞ୍ଜ ସାହିତ୍ୟର ପ୍ରଚାର ପ୍ରସାର ଲୋଡ଼ା

ଭଞ୍ଜନଗର,୨୩।୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗରଭଞ୍ଜ ସାହିତ୍ୟ ପରିଷଦଠାରେ ଶୁକ୍ରବାର ରାତିରେ କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ୮୧ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଏସ୍‌ଡିପିଓ ଡ.ଦୀପକ…

 ଭଉଣୀ  ଘରକୁ ଯିବାବେଳେ ଭୟଙ୍କର ଦୁର୍ଘଟଣା : ରାସ୍ତାରେ…  

ଭଞ୍ଜନଗର,୨୩।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ମୁଖ୍ୟ ରାସ୍ତାର  ଲାଠୀପଡ଼ା  ଠାରେ ଶୁକ୍ରବାର ରାତିରେ ଏକ ବାଇକ ଗାଡି ଦୁର୍ଘଟନାଗ୍ରସ୍ତ ହୋଇଛି। ଏଥିରେ ତତାବାଲି ଗ୍ରାମର…

୨୪ ଘଣ୍ଟା ମଧ୍ୟରେ ଚୋରି ମାମଲାରେ ୨ ଗିରଫ

କୋରାପୁଟ,୨୩ା୧(ଅମିତାଭ ବେହେରା):କୋରାପୁଟ ଟାଉନ ଥାନାରେ ଏତଲା ଦେବାର ୨୪ ଘଣ୍ଟା ମଧ୍ୟରେ ଟାଉନ ପୋଲିସ ଚୋରି ମାମଲାର ୨ ଅଭିଯୁକ୍ତଙ୍କୁ ଶୁକ୍ରବାର ଗିରଫ କରି କୋଟ ଚାଲାଣ…

ଟ୍ରକ ଧକ୍କାରେ ଯୁବ ଚାଷୀଙ୍କ ମୃତ୍ୟୁ, କ୍ଷତି ପୂରଣ ଦାବି ନେଇ ୪ ଘଣ୍ଟା ଧରି ରାମପୁର ରାସ୍ତା ଉପରେ ରାସ୍ତା ରୋକ

ଡୁଙ୍ଗୁରିପାଲି ୨୩।୧ (ଦୀନବନ୍ଧୁ ସୁନା ) : ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି -ବିନିକା ରାସ୍ତାର ରାମପୁର ଏଟିଏମ ଛକ ନିକଟରେ ବରପାଲି ପଟରୁ ଆସୁଥିବା ଏକ ଟ୍ରକ,…

ମହାକାଶରେ ଭୟଙ୍କର ଦୃଶ୍ୟ? ଅଚାନକ ଲୁଚିଗଲେ ସୂର୍ଯ୍ୟ, ରହସ୍ୟମୟ ଭାବେ…

ବ୍ରହ୍ମାଣ୍ଡରେ ଏକ ଅଦ୍ଭୁତ ଘଟଣା ଘଟିଛି, ଯାହା ସାରା ବିଶ୍ୱର ବୈଜ୍ଞାନିକମାନଙ୍କୁ ବିସ୍ମିତ କରୁଛି। ପୃଥିବୀଠାରୁ ପ୍ରାୟ 3,000 ଆଲୋକବର୍ଷ ଦୂରରେ ଅବସ୍ଥିତ J0705+0612 ନାମକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri