ସଲମାନଙ୍କ ବୟାନ ରେକର୍ଡ କରିବ ମୁମ୍ବାଇ ପୋଲିସ

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ ମିଳିବା ଘଟଣା ପରେ ମୁମ୍ବାଇ ପୋଲିସ ବର୍ତ୍ତମାନ ଆକ୍ସନ ମୁଡରେ ଆସିଯାଇଛି। ଖୁବ୍‌ଶୀଘ୍ର ମୁମ୍ବାଇ ପୋଲିସ ଅଭିନେତାଙ୍କ ବୟାନ ରେକର୍ଡ କରିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୫ ଅର୍ଥାତ୍‌ ରବିବାର ସକାଳେ ସଲମାନ ଓ ତାଙ୍କ ପିତା ସଲିମ ଖାନଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା। ଯେଉଁଥିରେ ସଲମାନଙ୍କୁ ମଧ୍ୟ ସିଧୁ ମୁସେଓ୍ବାଲାଙ୍କ ଭଳି ହତ୍ୟା କରିଦେବୁ ବୋଲି ଲେଖାଥିଲା। ଏହାକୁ ନେଇ ମୁମ୍ବାଇ ପୋଲିସ ଏକ ମାମଲା ରୁଜୁ କରିଥିଲା। ଏଥିସହ ଏହି ମାମଲାରେ ପୋଲିସ ୪ଜଣଙ୍କ ବୟାନ ରେକର୍ଡ କରିସାରିଛି। ଏଥିରେ ସଲମାନଙ୍କ ପିତା ସଲିମ ଖାନ ମଧ୍ୟ ସାମିଲ ଅଛନ୍ତି। ସୋମବାର ଅଭିନେତା ସଲମାନଙ୍କ ବୟାନ ରେକର୍ଡ କରାଯିବ ବୋଲି ସୂଚନା ରହିଛି। ଅନ୍ୟପଟେ ବାନ୍ଦ୍ରା ବେଣ୍ଡଷ୍ଟାଣ୍ଡ ନିକଟସ୍ଥ ଅଞ୍ଚଳର ସମସ୍ତ ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ନେହେରୁ ଏବଂ ଦେବଗୌଡ଼ା ପରି ମୋଦି ମଧ୍ୟ କରୁଛନ୍ତି ଶୀର୍ଷାସନ

ନୂଆଦିଲ୍ଲୀ,୧୬।୫: ଦେଶର ୩ ଜଣ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ କେତେକ ସମାନତା ରହିଛି। ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ଏବଂ ଏଚ.ଡି....

ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ମୁମ୍ବାଇ,୨୯।୧: : ଗାନ୍ଧିଧାମ-ପୁରୀ ଏକ୍ସପ୍ରେସ୍‌ ଗାଡି ନଂ- ୧୨୯୯୩ରେ ଭୟଙ୍କର ଅଗ୍ନିକାଣ୍ଡ । ମହାରାଷ୍ଟ୍ର ନନ୍ଦୁରବର ଷ୍ଟେସନକୁ ପଶୁଥିବା ବେଳେ ଶନିବାର ଏହି ଘଟଣା ଘଟିଛି।...

ପସନ୍ଦ ଆସୁଛି ‘ପତି ପତ୍ନୀ ଔର ଓ୍ବ’, ସୁପରହିଟ୍‌ ହେବ ବୋଲି ପ୍ରଶଂସକଙ୍କ ମତ

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’। କାର୍ତ୍ତିକ ଆର୍ୟନ, ଭୂମି ପେଡନେକର, ଅନନ୍ୟା ପାଣ୍ଡେ ଅଭିନୀତ ଏହି ଫିଲ୍ମ ଦର୍ଶକଙ୍କ ମନକୁ ଜିଣୁଛି।...

ଆଇନ ଜାଲରେ ଫସିଲା ରଣବୀରଙ୍କ ‘ଜୟେଶଭାଇ ଜୋରଦାର’

ମୁମ୍ବାଇ: ଆଇନ ଜାଲରେ ଫସିଛି ଫିଲ୍ମ ‘ଜୟେଶଭାଇ ଜୋରଦାର’। ନିକଟରେ ଏହାର ଟ୍ରେଲର ରିଲିଜ ହୋଇଥିଲା । ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ ହେଁ...

୫୦%କୁ ବଢ଼ିବ ଅକ୍ଷୟ ଶକ୍ତି କ୍ଷମତା

ନୂଆଦିଲ୍ଲୀ, (ନ୍ୟୁ ଇଣ୍ଡିଆ ସମାଚାର) ୧୪ା୧୨: ସଦ୍ୟ ଶେଷ ହୋଇଥିବା ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀରେ ଭାରତ ବ୍ୟକ୍ତିଗତ ସ୍ବାର୍ଥ ପରିବର୍ତ୍ତେ ସମଗ୍ର ବିଶ୍ୱର ହିତକୁ ଦୃଷ୍ଟି...

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌...

ମୋଦିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ: ନଡ୍ଡା

ଡେରାଡୁନ,୨୧ ।୮: ଆସନ୍ତା ବର୍ଷ ଅର୍ଥାତ୍ ୨୦୨୨ରେ ହେବ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା)ତା’ର ଶଙ୍ଖନାଦ ଆରମ୍ଭ କଲାଣି...

ରାଷ୍ଟ୍ରପତି ଶାସନ ଜାରି ହେଲେ ସୁପ୍ରିମକୋର୍ଟ ଯାଇପାରେ ଶିବସେନା !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଜାରି କରାଯିବ ବୋଲି ଆଲୋଚନା ହେଲାଣି। ମଙ୍ଗଳବାର ରାତି ସୁଦ୍ଧା ଯଦି କୌଣସି ଦଳ ସରକାର ଗଢିବାକୁ ଅସମର୍ଥ...

Advertisement
Archives

Model This Week