ସଲମାନଙ୍କ ପାଇଁ ଅଟକି ରହିଛି ଏହି ବ୍ୟକ୍ତିଙ୍କ ବିବାହ

ବଲିଉଡ୍‌ର ଭାଇଜାନ ସଲମାନ ଖାନଙ୍କ କ୍ରେଜ୍‌ କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ରହିଛି। ତାଙ୍କ ପାଇଁ କିଛି ପ୍ରଶଂସକ ଜୀବନ ଦେବାକୁ ମଧ୍ୟ ପଛାନ୍ତି ନାହିଁ। ଆଉ କିଛି ପ୍ରଶଂସକ ସଲମାନଙ୍କ ନାଁରେ ହାତରେ ମଧ୍ୟ ଟାଟୁ କରନ୍ତି। ଉତ୍ତର ପ୍ରଦେଶର ମୋରାଦାବାଦର ମହମ୍ମଦ ୟୁସୁଫ ସଲମାନଙ୍କ ଜଣେ ନିଆରା ପ୍ରଶଂସକ। ନିକଟରେ ସେ ଏକ ଅଜବ ଘୋଷଣା କରିଛନ୍ତି। ବଲିଉଡର ସୁପରଷ୍ଟାର ସଲମାନ ଖାନଙ୍କୁ ନ ଭେଟିବା ପର୍ଯ୍ୟନ୍ତ ଏବଂ ଥରେ ଆଲିଙ୍ଗନ ନକରିବା ପର୍ଯ୍ୟନ୍ତ ସେ ବିବାହ କରିବେ ନାହିଁ ବୋଲି କହିଛନ୍ତି।
ୟୁସୁଫ ବୃତ୍ତି ଅନୁଯାୟୀ ଗାଡି କିଣିବା ଏବଂ ବିକ୍ରୟ କରନ୍ତି। ଦୀର୍ଘ ଦିନ ହେବ ସେ ସଲମାନଙ୍କୁ ଭେଟିବାକୁ ଜିଦ୍‌ ଧରି ବସିଛନ୍ତି। ଜାନୁଆରୀ ୨୧ରେ, ୟୁସୁଫ ମୁମ୍ବାଇ ଆସି ସଲମାନଙ୍କ ଭେଟିବେ ବୋଲି ସ୍ବପ୍ନ ଦେଖୁଛନ୍ତି। ତା’ପରେ ସେ ବିବାହ କରିବେ।
ୟୁସୁଫ ସଲମାନଙ୍କର ଜଣେ ବଡ଼ ପ୍ରଶଂସକ। ୧୯୯୨ରୁ ଆଜି ପର୍ଯ୍ୟନ୍ତ ସଲମାନଙ୍କ କୌଣସି ଫିଲ୍ମ ଦେଖିବାକୁ ସେ ଭୁଲନ୍ତି ନାହିଁ। ଏପରିକି ସେ ତାଙ୍କ ହାତରେ ‘ଆଇ ଲଭ୍‌ ୟୁ ସଲମାନ’ ଲେଖିଛନ୍ତି। ୟୁସୁଫଙ୍କ ବୟସ ଏବେ ୩୮ ବର୍ଷ ଏବଂ ସେ ମୋରାଦାବାଦର ମଜୋଲା ପୋଲିସ ଷ୍ଟେଶନ ଅଞ୍ଚଳର ମଙ୍ଗୁପୁର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri