ମା’ କୋଳ ସ୍ବର୍ଗ

ବଲିଉଡ ଅଭିନେତା ସଲମାନ ଖାନ ଇଣ୍ଡଷ୍ଟ୍ରିର ଭାଇଜାନ ଭାବେ ଜଣାଶୁଣା। ସଲମାନ ତାଙ୍କ ପରିବାରକୁ ବହୁତ ଭଲ ପାଆନ୍ତି। ସେ ଏବେ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି କିନ୍ତୁ ଏଥିରୁ ସମୟ ବାହାର କରି ସେ ନିଜ ପରିବାର ସମୟ ବିତାଇବାକୁ ପସନ୍ଦ କରନ୍ତ। ନିକଟରେ ସଲ୍ଲୁ ମା’ ସଲମା ଖାନଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ମା’ଙ୍କ କୋଳରେ ଶୋଇଥିବାର ନଜର ଆସିଛନ୍ତି। ଏହି ସମୟରେ, ମା’ ଏବଂ ପୁଅର ମୁହଁରେ ଏକ ସୁନ୍ଦର ହସ ସ୍ପଷ୍ଟ ଦେଖାଯାଏ। ଏହି ଫଟୋ ସହିତ ସଲମାନ ବହୁତ ଛୋଟ କିନ୍ତୁ ସ୍ବତନ୍ତ୍ର କ୍ୟାପସନ ଲେଖିଛନ୍ତି, ‘ମା’ଙ୍କ କୋଳ … ସ୍ବର୍ଗ। ଏହି ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି। ସଲମାନଙ୍କ ଏହି ଫଟୋକୁ ଅଳ୍ପ କିଛି ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୮ ହଜାରରୁ ଅଧିକ ଲୋକ ପସନ୍ଦ କରିଛନ୍ତି।
ସଲମାନ ଖାନ ଖାନଙ୍କୁ ଫିଲ୍ମ ‘ଅନ୍ତିମ୍‌’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ଆଜିକାଲି ସଲମାନ ‘ଟାଇଗର ୩’ ପାଇଁ ଶଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସଲମାନ ଖାନଙ୍କ ସହ କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ।

 

View this post on Instagram

 

A post shared by Salman Khan (@beingsalmankhan)


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri