ମା’ କୋଳ ସ୍ବର୍ଗ

ବଲିଉଡ ଅଭିନେତା ସଲମାନ ଖାନ ଇଣ୍ଡଷ୍ଟ୍ରିର ଭାଇଜାନ ଭାବେ ଜଣାଶୁଣା। ସଲମାନ ତାଙ୍କ ପରିବାରକୁ ବହୁତ ଭଲ ପାଆନ୍ତି। ସେ ଏବେ ଫିଲ୍ମର ଶୁଟିଂରେ ବ୍ୟସ୍ତ ଅଛନ୍ତି କିନ୍ତୁ ଏଥିରୁ ସମୟ ବାହାର କରି ସେ ନିଜ ପରିବାର ସମୟ ବିତାଇବାକୁ ପସନ୍ଦ କରନ୍ତ। ନିକଟରେ ସଲ୍ଲୁ ମା’ ସଲମା ଖାନଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ମା’ଙ୍କ କୋଳରେ ଶୋଇଥିବାର ନଜର ଆସିଛନ୍ତି। ଏହି ସମୟରେ, ମା’ ଏବଂ ପୁଅର ମୁହଁରେ ଏକ ସୁନ୍ଦର ହସ ସ୍ପଷ୍ଟ ଦେଖାଯାଏ। ଏହି ଫଟୋ ସହିତ ସଲମାନ ବହୁତ ଛୋଟ କିନ୍ତୁ ସ୍ବତନ୍ତ୍ର କ୍ୟାପସନ ଲେଖିଛନ୍ତି, ‘ମା’ଙ୍କ କୋଳ … ସ୍ବର୍ଗ। ଏହି ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରିଛନ୍ତି। ସଲମାନଙ୍କ ଏହି ଫଟୋକୁ ଅଳ୍ପ କିଛି ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୮ ହଜାରରୁ ଅଧିକ ଲୋକ ପସନ୍ଦ କରିଛନ୍ତି।
ସଲମାନ ଖାନ ଖାନଙ୍କୁ ଫିଲ୍ମ ‘ଅନ୍ତିମ୍‌’ରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲା। ଆଜିକାଲି ସଲମାନ ‘ଟାଇଗର ୩’ ପାଇଁ ଶଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ସଲମାନ ଖାନଙ୍କ ସହ କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ।

 

View this post on Instagram

 

A post shared by Salman Khan (@beingsalmankhan)


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଗଲେ ପିଣ୍ଟୁ: କରାଯିବ ଲିଭର୍‌ ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ଦିଲ୍ଲୀ ଗଲେ ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଗୁରୁତର ଲିଭର ସିରୋସିସ୍‌ ଜନିତ ରୋଗରେ ପୀଡ଼ିତ ଥିବା ପିଣ୍ଟୁଙ୍କୁ ଅଧିକ ଚିକିତ୍ସା ଲାଗି ଦିଲ୍ଲୀ...

କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ...

‘ଦ କଶ୍ମୀର ଫାଇଲ୍ସ’କୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ, ଏବେ ଏହି ରାଜ୍ୟରେ ଟ୍ୟାକ୍ସ ଫ୍ରି କଲେ ସରକାର

ମୁମ୍ବାଇ,୧୬।୩: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏହି ଫିଲ୍ମ ରିଲିଜ...

ସୋନୁ ସୁଦ୍‌ଙ୍କ ଫଟୋରେ କ୍ଷୀର ଢାଳିଲେ ପ୍ରଶଂସକ: ଅଭିନେତା କହିଲେ…

ଦେଶରେ କରୋନା ଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଅନେକ ସେଲିବ୍ରିଟି। ଏଥିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ମଧ୍ୟ ସାମିଲ ଅଛନ୍ତି।...

ଟୁଇଟରରେ ଅନୁରାଗଙ୍କ ମୃତ୍ୟୁ ଖବର: ଫିଲ୍ମ ନିର୍ମାତା କହିଲେ ଯମ ନିଜେ ମୋତେ ଘରେ ଛାଡିଦେଇ ଗଲେ

ମୁମ୍ବାଇ,୧୪ ।୯: ବର୍ତ୍ତମାନ ସମୟରେ ବଲିଉଡରୁ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ଆସୁଛି । ଆଉ ଇତିମଧ୍ୟରେ ଟୁଇଟରରେ ଏକ ଗୁଜବ ଦେଖିବାକୁ ମିଳିଛି...

କରୋନା କବଳରେ ତାରା

ମୁମ୍ବାଇ: ଦେଶର କିଛି ଅଂଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମହାରାଷ୍ଟ୍ର ଏହି ତାଲିକାରେ ସବୁଠାରୁ ଆଗରେ ରହିଛି । ଏବେ...

ଭ୍ୟାକେଶନରେ ପିସି

ମୁମ୍ବାଇ: ପାୱାର କପୁଲ ପ୍ରିୟଙ୍କା ଚୋପ୍ରା ଓ ନିକ ଜୋନାସ ନିଜ ବିଜି ସିଡ୍ୟୁଲରୁ ସମୟ ବାହାର କରି ନିଜ ଝିଅ ସହ ଟାଇମ ସ୍ପେଣ୍ଡ...

ରିଲିଜ ପୂର୍ବରୁ ଆରମ୍ଭ ହେଲାଣି ‘ପଠାନ’ର ଜଲୱା

ମୁମ୍ବାଇ: ବେଶକିଛି ଦିନ ପରେ ବଡ ପରାଦାକୁ ଫେରୁଛନ୍ତି କିଙ୍ଗ ଖାଁ ଶାହାରୁଖ । ଫିଲ୍ମ ‘ପଠାନ’ ମାଧ୍ୟମରେ ସେ ଦର୍ଶକଙ୍କ ମନୋରଞ୍ଜନ କରିବେ ।...

Advertisement
Archives

Model This Week