ସଲମାନଙ୍କୁ ବିବାହ ପ୍ରସ୍ତାବ ଦେଲେ ହଲିଉଡ ମହିଳା

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ଇଫା ପୁରସ୍କାର ପାଇଁ ଆଜିକାଲି ସଲମାନ ଆବୁଧାବିରେ ଅଛନ୍ତି। ଯେଉଁଠାରୁ ତାଙ୍କର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ପ୍ରଶଂସକମାନେ ସଲମାନଙ୍କ ବିବାହକୁ ଅପେକ୍ଷା କରିଛନ୍ତି। ଆଜି ବି ଅନେକ ଝିଅ ତାଙ୍କୁ ବିବାହ କରିବାକୁ ଚାହୁଁଛନ୍ତି। ଏଥର ହଲିଉଡରୁ ସଲମାନଙ୍କୁ ବିବାହ ପାଇଁ ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବକୁ ନେଇ ଭାଇଜାନ ଏପରି ଉତ୍ତର ଦେଇଥିଲେ ଯେ ଯାହାକୁ ଶୁଣିଲେ ଆଶ୍ଚଯ୍ୟ ହୋଇଯିବେ।

ଶୁକ୍ରବାର ଇଫା ପୁରସ୍କାରର ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ସଲମାନ ଦବଙ୍ଗ ଷ୍ଟାଇଲରେ ପହଞ୍ଚିଥିଲେ। ଯେଉଁଠାରେ ସମସ୍ତେ ସଲମାନଙ୍କ ଲୁକ୍‌ ଦ୍ୱାରା ଇମ୍‌ପ୍ରେସ ହୋଇଯାଇଥିଲେ। ଏହି ସମୟରେ ସଲମାନ ଗଣମାଧ୍ୟମ ସହିତ ମଧ୍ୟ କଥାବାର୍ତ୍ତା କରିଥିଲେ। ଇଫା କଭର୍‌ କରିବାକୁ ହଲିଉଡରୁ ଆସିଥିବା ଜଣେ ମହିଳା ସଲମାନଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ।

ମହିଳା ଜଣଙ୍କ ସଲମାନଙ୍କୁ କହିଥିଲେ, ମୁଁ ତୁମକୁ ଏକ ପ୍ରଶ୍ନ ପଚାରିବା ପାଇଁ ହଲିଉଡରୁ ଆସିଛି । ଯେତେବେଳେ ମୁଁ ତୁମକୁ ପ୍ରଥମ ଥର ଦେଖିଲି, ମୁଁ ତୁମ ପ୍ରେମରେ ପଡିଗଲି। ଏହାର ଉତ୍ତରରେ ଭାଇଜାନ କହିଛନ୍ତି – ଆପଣ ଶାହାରୁଖ ଖାନଙ୍କ ବିଷୟରେ କହୁଛନ୍ତି ନା? ଏହାର ଉତ୍ତରରେ ମହିଳା କହୁଛନ୍ତି, ନା, ମୁଁ ସଲମାନ ଖାନଙ୍କ ବିଷୟରେ କହୁଛି। କ’ଣ ଆପଣ ମୋତେ ଆପଣ ମୋତେ ବିବାହ କରିବେ? ବିବାହ ପ୍ରସ୍ତାବ ଦେବା ପରେ ସଲମାନ ଏପରି ଉତ୍ତର ଦେଇଥିଲେ ଯେ ମହିଳାଙ୍କ ହୃଦୟ ଭାଙ୍ଗିଯାଇଥିଲା। ସଲମାନକହିଛନ୍ତି – ମୋର ବିବାହର ଦିନଗଲାଣି। ତୁମେ ମୋତେ ୨୦ବର୍ଷ ପର୍ବରୁ ଭେଟିବାର ଥିଲା। ତେବେ ସେହି ମହିଳା ଜଣଙ୍କ ହଲିଉଡର ହୋଷ୍ଟ ଏଲିନା ଖଲଫାହ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?