ଆଇସୋଲେଶନରେ ସଲମାନ, ଡ୍ରାଇଭର ଦୁଇ କର୍ମଚାରୀ କରୋନା ପଜିଟିଭ

ମୁମ୍ବାଇ,୧୯ ।୧୧: ବଲିଉଡ୍ ଭାଇଜାନ୍ ସଲମାନଙ୍କ ଖାଁଙ୍କ ଡ୍ରାଇଭର ଓ ଦୁଇ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସଲମାନ ନିଜେ ଆଇସୋଲେଶନରେ ରହିଥିବା ଜଣାପଡିଛି । ନିକଟରେ ସେ ବିଗ୍ ବସ୍ ସିଜନ-୧୪ର ହୋଷ୍ଟ ଭାବେ କାମ କରୁଥିବା ବେଳେ ଆଗକୁ ଏହାର ଶୁଟିଂ ବି ରହିଛି । ତେଣୁ ତାଙ୍କ ଆଇସୋଲେଶନକୁ ନେଇ ଏବେ ଅନୁମାନ କରାଯାଉଛି କି ସେ ହୁଏତ ନିକଟରେ ବିଗ୍ ବସ୍ ୧୪ର ଶୁଟିଂ କରି ନ ପାରନ୍ତି । ନିକଟରେ ସେ ଫିଲ୍ମ ‘ରାଧେ’ର ଶୁଟିଂ ଆରମ୍ଭ କରିଥିବା ବେଳେ ଏଥିରେ ତାଙ୍କ ସହ ନଜର ଅସିବେ ଦିଶା ପାଟନି । ସୂଚନାଯୋଗ୍ୟ, କରୋନା ଲକ୍‌ଡାଉନ ଯୋଗୁ ପ୍ରାୟ ୬ ମାସ ହେବ ବଲିଉଡ୍‌ରେ ଶୁଟିଂ ବନ୍ଦ ଥିବା ବେଳେ ଏବେ ଏବେ କିଛି ଫିଲ୍ମ ଓ ଧାରାବାହିକର ଶୁଟିଂ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶଦ୍ରୋହ ଆଇନର ବୈଧତା ଯାଞ୍ଚ ଅନାବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ,୯।୫: ଦେଶଦ୍ରୋହ ଆଇନ ଉଚ୍ଛେଦକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। ଉକ୍ତ ଆଇନ ଆଧାରରେ ଦିଆଯାଇଥିବା ରାୟର ପୁନଃ ସମୀକ୍ଷା ଆବଶ୍ୟକ ନାହିଁ। ସର୍ବୋଚ୍ଚ ଅଦାଲତଙ୍କ...

କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ବର୍ଷ ଭେଟି: ଏନ୍‌ଏସ୍‌ସି, ଡାକଘର ସଞ୍ଚୟ ସୁଧହାର ବଢ଼ିଲା

ନୂଆଦିଲ୍ଲୀ,୩୦ା୧୨: କେନ୍ଦ୍ର ସରକାର ଶୁକ୍ରବାର ଦେଶବାସୀଙ୍କୁ ନୂଆ ବର୍ଷର ଉପହାର ଦେଇଛନ୍ତି। ସରକାର ଜାନୁୟାରୀ ୧ରୁ ଡାକଘର ସଞ୍ଚୟ ଯୋଜନା, ଏନ୍‌ଏସ୍‌ସି ଏବଂ ବରିଷ୍ଠ ନାଗରିକ...

ଫିଲ୍ମ ‘ଆର୍‌ଆର୍‌ଆର୍‌’କୁ ନେଇ ଏମିତି କହିଲେ କଙ୍ଗନା

ଫିଲ୍ମ ‘ଆର୍‌ଆର୍‌ଆର୍‌’କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଫିଲ୍ମକୁ ଭଲ ରେସ୍ପନ୍ସ ମଧ୍ୟ ମିଳୁଛି। ସାଧାରଣ ଦର୍ଶକଙ୍କ ଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ...

ମୋର ସବୁକିଛି ଚାଲିଗଲା

ଅହମ୍ମଦାବାଦ,୨ା୧୧: ରବିବାର ଛୁଟି ଥିବାରୁ ସ୍ବାମୀଙ୍କ ସହ ୯ ବର୍ଷୀୟା ଝିଅ ଓ ୭ ବର୍ଷର ପୁଅ ସହ ଝୁଲାପୋଲକୁ ବୁଲି ଯାଇଥିଲୁ। ସେମାନେ ବ୍ରିଜ୍‌...

ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୦।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଭୋକ ସହ ଲଢ଼େଇରେ ୫ ରାଜ୍ୟ ଆଗୁଆ: ନୀତି ଆୟୋଗ

ନୂଆଦିଲ୍ଲୀ,୧୧।୬: ଭୋକ ସହ ଲଢ଼େଇରେ ଦେଶର ୫ ରାଜ୍ୟ ଆଗୁଆ ରହିଛନ୍ତି। ଏନେଇ ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ପଞ୍ଜାବ, କେରଳ, ଗୋଆ,...

ଗୋଟିଏ ବେଦିରେ ଦୁଇ କନ୍ୟାଙ୍କୁ ବିବାହ କଲା ବର, ଖୁସିରେ ଅଛନ୍ତି ଉଭୟ ପତ୍ନୀ

ବିଳାଶପୁର,୭।୧- ପ୍ରେମରେ ପଡ଼ି ବିବାହ କରିବା କିଛି ନୂଆ କଥା ନୁହେଁ। କିନ୍ତୁ ଦୁଇ ଜଣଙ୍କୁ ପ୍ରେମ ଓ ଗୋଟିଏ ବେଦିରେ ଏକାଥରେ ବିବାହ କରିବା...

ପାର୍ଲାମେଣ୍ଟରେ କଶ୍ମୀର ଝଡ଼

ନୂଆଦିଲ୍ଲୀ,୨୪ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବା ଲାଗି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ ଅନୁରୋଧ କରିଥିଲେ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ...

Advertisement
Archives

Model This Week