ଫିଲ୍ମ ଆରମ୍ଭ ପୂର୍ବରୁ ନଡ଼ିଆ ଭାଙ୍ଗିଲେ ସଲମାନ

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ‘ଟାଇଗର-୩’ର ଶୁଟିଂ ମାର୍ଚ୍ଚ ୮ରୁ ମୁମ୍ବାଇରେ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଫିଲ୍ମର ମୁହରତ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଫିଲ୍ମର ଷ୍ଟାର୍‌କାଷ୍ଟମାନେ ଯୋଗ ଦେଇଥିଲେ। ଏହି ଅବସରରେ ଫିଲ୍ମର ନିର୍ଦ୍ଦେଶକ ମନୀଷ ଶର୍ମା ମଧ୍ୟ ଉପସ୍ଥିତ ଥିଲେ। ଏହି ଫିଲ୍ମରେ ଭିଲେନ ଭୂମିକାରେ ଅଭିନୟ କରିବାକୁ ଯାଉଥିବା ଇମ୍ରାନ ହାସ୍‌ମି ଏବଂ କ୍ୟାଟ୍ରିନା କୈଫ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ। ଫିଲ୍ମ ‘ପଠାନ’ର ଶୁଟିଂ ପାଇଁ ସଲମାନ ଖାନ ଶାହରୁଖ ଖାନଙ୍କ ସହ ୟଶ ରାଜ ଫିଲ୍ମର ଷ୍ଟୁଡିଓକୁ ଆସିଥିଲେ। ଏହାପରେ ଫିଲ୍ମର ମୁହରତ୍‌ରେ ଯୋଗଦେଇ ନଡିଆ ଭାଙ୍ଗିଥିଲେ। ସୂଚନା ଅନୁଯାୟୀ, ୟଶ୍‌ରାଜ୍‌ ବ୍ୟାନରର ଏହାର ୫୦ ବର୍ଷ ପୂର୍ତ୍ତି ଅବସରରେ ହିନ୍ଦୀ ସିନେମାର କିଛି ବଡ ଫିଲ୍ମ ଲଞ୍ଚ ହେବାକୁ ଯାଉଛି। ଫିଳ୍ମ ‘ଟାଇଗର-୩’ର ମୁହରତ ଅବସରରେ ପୂଜାର୍ଚ୍ଚନା କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨୬୦ କୋଟିର ପ୍ରାଇଭେଟ୍‌ ଜେଟ୍‌, ୮୦ କୋଟି ବଙ୍ଗଳାର ମାଲିକ ହେଉଛନ୍ତି ବଲିଉଡ୍‌ର ଏହି ଅଭିନେତା: ମୋଟ ସମ୍ପତ୍ତିର ମୂଲ୍ୟ ହଜାରେ କୋଟିରୁ ଅଧିକା

ବଲିଉଡ୍‌ର ଖିଲାଡି କିଙ୍ଗ ଭାବେ ପରିଚିତ ଅକ୍ଷୟ କୁମାରଙ୍କର ଆଜି ଜନ୍ମଦିନ। ୧୯୬୭ ସେପ୍ଟେମ୍ବର ୯ରେ ଅମୃତସରରେ ଅକ୍ଷୟ ଜନ୍ମଗ୍ରହଣ କରିଥିଲେ। ଏହି ଖାସ୍‌ ଦିନ...

୪୪ କୋଟିରେ ରାଜକୁମାରଙ୍କୁ ଘର ବିକିଲେ ଜାହ୍ନବୀ

ବମ୍ବେ: ଅଭିନେତା ରାଜକୁମାର ରାଓଙ୍କୁ ଘର ବିକିଲେ ଅଭିନେତ୍ରୀ ଜାହ୍ନବୀ କପୁର। ଦୁଇ ବର୍ଷ ତଳେ ଜାହ୍ନବୀ ଆପାର୍ଟମେଣ୍ଟକୁ କିଣିଥିଲେ। ହେଲେ ଏବେ ସେ ୪୪...

୧୦୦ କୋଟି ଅତିକ୍ରମ କରିବ ‘ଦ କଶ୍ମୀର ଫାଇଲ୍ସ’

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିବା ବେଳେ ଏହାକୁ...

ହଜିଗଲେ କି ଦୀପବୀର!

ମୁମ୍ବାଇ: ବଲିଉଡ୍‌ର ବେଷ୍ଟ କପୁଲ ଭାବେ ପରିଚିତ ଦୀପିକା ପାଦୁକୋନ ଓ ରଣବୀର ସିଂ ଯାହା କଲେ ବି ଆସନ୍ତି ଚର୍ଚ୍ଚାକୁ। ଏଥର ତାଙ୍କ ଭ୍ୟାକେଶନକୁ...

ମୋ ପୁଅକୁ ରିୟା ବିଷ ଦେଇ ମାରିଛନ୍ତି

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେବାରେ ଲାଗିଛି। ଏବେ ଏହି ମାମଲାର ଯାଞ୍ଚ୍‌ ସିବିଆଇ କରୁଛି। ସିବିଆଇର...

ସଲ୍‌ମାନଙ୍କ ଫିଟ୍‌ ଇଣ୍ଡିଆ ବାର୍ତ୍ତା

ନୂଆଦିଲ୍ଲୀ: ଅକ୍ଟୋବର ୨ରେ ସାରା ଦେଶରେ ଗାନ୍ଧିଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଉପଲକ୍ଷେ ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାନ୍‌ ନିଜ ଫ୍ୟାନ୍ସଙ୍କୁ ଦେଇଛନ୍ତି...

ବିବାହ ନ କରି ପିତା ହୋଇଥିଲେ ଏହି ଅଭିନେତା

ଅଶୀ ଦଶକର ସୁପରଷ୍ଟାର ଜିତେନ୍ଦ୍ରଙ୍କ ପୁଅ ତୁଷାର କପୁର କିନ୍ତୁ ବଲିଉଡରେ ନିଜ କରିସ୍ମା ଦେଖାଇ ପାରିନାହାଁନ୍ତି। ସେ ନିଜ କ୍ୟାରିୟରରେ ଯେତିକି ଅଧିକ ହିଟ...

ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି କି ଐଶ୍ଚର୍ଯ୍ୟା

ବଲିଉଡର ଅଭିନେତ୍ରୀ ତଥା ବଚ୍ଚନ ବୋହୂ ଐଶ୍ୱର୍ଯ୍ୟା ରାୟ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏଥର ଐଶ୍ୱର୍ଯ୍ୟା ଏକ ଭିନ୍ନ କାରଣ ପାଇଁ ଆଲୋଚନାକୁ...

Advertisement
Archives

Model This Week