Posted inଫୁରସତ

ବଜାରରେ ମିଳୁଛି ଲାଲୁ,ସଲମାନ ଛେଳି: ମୂଲ୍ୟ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର,୨୦।୭: ରାଜସ୍ଥାନର ଝାଲାୱାର ଜିଲାରେ ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ୍‌କୁ ନେଇ ବଜାର ସରଗରମ ରହିଛି। ଇଦ ଅବସରରେ ଛେଳି ବଜାରରେ ଭିଡ ଜମିଛି। ବିକ୍ରି ପାଇଁ ଆସିଥିବା ଛେଳିଗୁଡିକୁ ଚଢା ଦର୍‌ରେ ବିକ୍ରି କରାଯାଉଛି। ଏହି ଛେଳିଗୁଡିକ କୌଣସି ସାଧାରଣ ଛେଳି ନୁହଁନ୍ତି, ଏମାନଙ୍କ ମଧ୍ୟରୁ ଅନେକ ସଲମାନ, ଶାହାରୁଖ ଏବଂ ଅମିରଙ୍କ ପରି ଚଳଚ୍ଚିତ୍ର ତାରକାଙ୍କ ନାମରେ ନାମିତ। ଏହା ବ୍ୟତୀତ ଆପଣ ଏଠାରେ ନେତାଙ୍କ ନାମରେ ଛେଳି ମଧ୍ୟ ପାଇବେ ଯେପରି ଗୋଟିଏ ଛେଳିର ନାମ ଲାଲୁ। ଆଖପାଖ ଅଞ୍ଚଳରେ ଏହି ଛେଳିଗୁଡିକର ବହୁତ ଚାହିଦା ରହିଛି। ଏହି ଛେଳିଗୁଡିକର ମୂଲ୍ୟ ୯ ହଜାରରୁ ଏକ ଲକ୍ଷ ଟଙ୍କା ମଧ୍ୟରେ କିଣାଯାଇ ବିକ୍ରି ହେଉଛି। ଇଦ୍‌ର ଏକ ମାସ ପୂର୍ବରୁ ଛେଳିଗୁଡିକ ପାଇଁ ଏକ ବଜାର ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ହାର୍ଡଶିପ୍‌ ଅଫ୍‌ ଲାଇଫ୍‌’ରେ ଯନ୍ତ୍ରଣାର ହସ

ନୂଆଦିଲ୍ଲୀ, ୨୫।୧୦: ବୋମା ବିସ୍ଫୋରଣରେ ଗୋଡ଼ ହରାଇଛନ୍ତି ବାପା। ବିଷାକ୍ତ ଗ୍ୟାସ ଯୋଗୁ ବିରଳ ଜେନେଟିକ୍‌ ରୋଗର ଶିକାର ହୋଇଥିବା ପୁଅଙ୍କ ଜନ୍ମରୁ ନାହିଁ ଗୋଡ଼...

୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା...

ପ୍ରଥମ ପାରିଶ୍ରମିକ ଟଙ୍କା ଠାକୁରଙ୍କ ପାଖେ ରଖିଥିଲି: ଚିତ୍ରଶିଳ୍ପୀ ତଥା ଲେଖିକା ସ୍ନିଗ୍ଧା ସାହୁ

କଟକର ପାରେଶ୍ୱର ସାହିରେ ମୋର ଜନ୍ମ। ଯୋବ୍ରା ଉଚ୍ଚବିଦ୍ୟାଳୟରୁ ୧୯୮୬ରେ ମାଟ୍ରିକ୍‌ ପାସ୍‌ କରିବା ପରେ ରେଭେନ୍‌ଶା କଲେଜରେ ଯୁକ୍ତ ଦୁଇ ଓ ଯୁକ୍ତ ତିନି...

ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ

କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍‌ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ...

ପାହାଡ଼ ଚଢ଼ିବାକୁ ଉଲଗ୍ନ ହେଲେ ଯୁବତୀ, କହିଲେ ଆଶ୍ଚର୍ଯ୍ୟକର କଥା

ପର୍ବତ ଏବଂ ପାହାଡ଼ ଚଢ଼ିବା ଲୋକଙ୍କର ଏକ ନିଶା ହୋଇଥାଏ। ମାତ୍ର ଜଣେ ଯୁବତୀ ଏମିତି ପାହାଡ଼ ଚଢ଼ିବାରେ ସଉକ ରଖିଛନ୍ତି ଯାହା ଜାଣିଲେ ଆଶ୍ଚର୍ଯ୍ୟ...

ଛୋଟ ପିଲା ବଡ଼ କାମ

ହସିବା ଖେଳିବା ବୟସ ସେମାନଙ୍କର। କିନ୍ତୁ ଏଇ ବୟସରେ ସେମାନେ ଏମିତି କିଛି କରିଦେଖାଇଛନ୍ତି ଯାହାକୁ ବଡ଼ମାନେ କରିବା ବି କଷ୍ଟକର । ନିଜର ସାହସ,...

ଘର ଛାତ ଉପରେ ସ୍କର୍ପିଓ ଡିଜାଇନ୍‌ର ପାଣିଟାଙ୍କି, ଦେଖିଲେ ଲାଖିଯିବ ଆଖି

ବିହାରର ଜଣେ ବ୍ୟକ୍ତି ମହିନ୍ଦ୍ରା ସ୍କର୍ପିଓର ଡିଜାଇନ୍‌ରେ ଘର ଛାତ ଉପରେ ଏକ ପାଣିଟାଙ୍କି ତିଆରି କରିଛନ୍ତି। ଯାହାକୁ ଦେଖିଲେ ଆଖି ଲାଖିଯିବ। ଭାଗଲପୁରର ଇଣ୍ଟସାର...

ମାଙ୍କଡ଼ କରୁଛନ୍ତି ଏପରି କାର୍ଯ୍ୟ : ଦେଖିଲେ ମନେପଡ଼ିବ ପିଲାଦିନ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

Advertisement
Archives

Model This Week