ବଲିଉଡ୍‌ର ଏହି ଅଭିନେତ୍ରୀଙ୍କ ସମସ୍ତ ଫଟୋକୁ ଜୁମ୍‌ କରି ଦେଖିଥାନ୍ତି ସଲମାନ୍‌

ବଲିଉଡ୍‌ର ସବୁଠୁ ପ୍ରସିଦ୍ଧ ଅଭିନେତାଙ୍କ ମଧ୍ୟରେ ଅନ୍ୟତମ ସଲମାନ୍‌ ଖାନ୍‌। ସମଗ୍ର ବିଶ୍ୱରେ ତାଙ୍କର ଅନେକ ପ୍ରଶଂସକ ରହିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ସୁପରହିଟ୍‌ ଫିଲ୍ମରେ ସେ କାମ କରିସାରିଛନ୍ତି। ପ୍ରତି ବର୍ଷ ସଲମାନ ନିଜର ପ୍ରଶଂସକଙ୍କ ପାଇଁ ଗୋଟିଏ ନା ଗୋଟିଏ ଫିଲ୍ମ ନେଇ ଆସିଥାନ୍ତି। କିନ୍ତୁ ମହାମାରୀ ମରୋନା ପାଇଁ ୨୦୨୦ରେ ତାଙ୍କର କୌଣସି ଫିଲ୍ମ ରିଲିଜ୍‌ ହୋଇପାରି ନାହିଁ। ମାତ୍ର ସୋସିଆଲ ମିଡିଆରେ ସଲମାନ୍‌ଙ୍କର ଏବେ ଏକ ଭିଡିଓ ଖୁବ୍‌ ଚର୍ଚ୍ଚାରେ ରହିଛି। ଉକ୍ତ ଭିଡିଓରେ ସେ ବଲିଉଡ୍‌ର ସବୁଠାରୁ ସୁନ୍ଦରୀ ଅଭିନେତ୍ରୀଙ୍କ ସମସ୍ତ ଫଟୋକୁ ସେ ଜୁମ୍‌ କରି ଦେଖୁଥିବା କହୁଛନ୍ତି।
ଏହି ଭିଡିଓଟି ହେଉଛି କମେଡି କିଙ୍ଗ୍‌ କପିଲ ଶର୍ମାଙ୍କ ଟିଭି ଶୋ’ ‘କମେଡି ନାଇଟ୍‌ସ ଓ୍ବିଥ୍‌ କପିଲ’ର। ଏହି ଅବସରରେ କପିଲ ସଲମାନଙ୍କୁ ପ୍ରଶ୍ନ କରୁଛନ୍ତି ଯେ, ଆପଣ କେବେ କେଉଁ ପ୍ରଶଂସକଙ୍କ ଫଟୋକୁ ଜୁମ୍‌ କରି ଦେଖିଛନ୍ତି। ଏହାର ଉତ୍ତରରେ ସଲମାନ୍‌ କହୁଛନ୍ତି, ମୁଁ ଅନ୍ୟ କାହାର ନୁହେଁ, ବରଂ କ୍ୟାଟ୍ରିକା କୈଫ୍‌ଙ୍କ ସମସ୍ତ ଫଟୋକୁ ଜୁମ୍‌ କରି ଦେଖିଥାଏ। ସଲମାନ୍‌ଙ୍କ ମୁହଁରୁ ଏହା ଶୁଣିବା ପରେ ସେଠାରେ ଉପସ୍ଥିତ କ୍ୟାଟ୍ରିନା ଏବଂ କପିଲ ଉଭୟ ହସୁଛନ୍ତି। ସଲମାନ୍‌ଙ୍କ ଏହି ଭିଡିଓକୁ ପ୍ରଶଂସକ ଖୁବ୍‌ ପସନ୍ଦ ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri