ଟୟଲେଟ ମଗରେ ଚା’ ପିଉଥିଲେ ସଲମାନ୍‌ ଖାନ୍‌

ବଲିଉଡ୍‌ର ଚୁଲବୁଲ ପାଣ୍ଡେ ସଲମାନ୍‌ ଖାନ୍‌ଙ୍କ ଜନ୍ମଦିନ ପାଖେଇ ଆସିଲାଣି। ୨୭ ଡିସେମ୍ବରରେ ସେ ୫୫ ବର୍ଷର ହୋଇଯିବେ। କିନ୍ତୁ ଚଳିତ ବର୍ଷ ସେ ନିଜର ଜନ୍ମଦିନ ପାଳନ କରିବେ ନାହିଁ। କାରଣ ସେ ଉକ୍ତ ସମୟରେ ତାଙ୍କର ଏକ ଫିଲ୍ମର ଶୁଟିଂରେ ବ୍ୟସ୍ତ ରହିବେ ବୋଲି ଜଣାପଡ଼ିଛି।
ସଲମାନ୍‌ଙ୍କ ଷ୍ଟାରଡମ୍‌ ବିଷୟରେ ପ୍ରାୟ ସମସ୍ତେ ଜାଣନ୍ତି। ସେ ହେଉଛନ୍ତି ବଲିଉଡ୍‌ର ସବୁଠାରୁ ପ୍ରସିଦ୍ଧ ଏବଂ ସଫଳ ଅଭିନେତା। କିନ୍ତୁ ଏକ ସମୟରେ ତାଙ୍କୁ ଅସୁବିଧାର ସାମ୍ନା କରିବାକୁ ପଡ଼ିଥିଲା। କଳା ହରିଣ ହତ୍ୟା ଅଭିଯୋଗରେ ସଲମାନ୍‌ ଗିରଫ ହୋଇ କିଛି ଦିନ ଜେଲରେ ବିତାଇଥିଲେ। ଏହି ସମୟରେ ତାଙ୍କୁ ଅନେକ କଷ୍ଟ ମଧ୍ୟ ସହିବାକୁ ପଡ଼ିଥିଲା।
ଏକ ସାକ୍ଷାତକାରରେ ସଲମାନ୍‌ କହିଥିଲେ ଯେ, ଜେଲରେ ରହିବା ସମୟ ବହୁତ କଷ୍ଟକର ଥିଲା। ବିଶେଷ କରି ତାଙ୍କର ଶୈଚାଳୟ ପାଇଁ ଅଧିକ ଟେନ୍‌ସନ୍‌ ଥିଲା। କାରଣ ଗୋଟିଏ ରୁମ୍‌ରେ ୯ରୁ ୧୦ଜଣ ଲୋକ ରହୁଥିଲେ। ସମସ୍ତଙ୍କ ପାଇଁ କେବଳ ଗୋଟିଏ ବାଥ୍‌ରୁମ୍‌ ଓ ଟୟଲେଟ ରହୁଥିଲା। ଯେଉଁ ମଗରେ ସେ ଚା’ ପିଉଥିଲେ ଏବଂ ଡାଲି ଖାଉଥିଲେ ସେହି ମଗକୁ ସେ ଟୟଲେଟରେ ବ୍ୟବହାର କରୁଥିଲେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗାକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି…

‘ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ, ହେଲେ ଏହି…

ଭୁବନେଶ୍ୱର, ୮।୬: ବିଜୁ ଜନତା ଦଳରେ ଖୁବଶୀଘ୍ର ସୁଜାତା ଆର୍‌. ପାଣ୍ଡିଆନ ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ସେ…

Video: ସାମ୍ନାକୁ ଆସିଲା ଫିଲିପାଇନ୍ସ ଭୂକମ୍ପର ଭୟଙ୍କର ଭିଡ଼ିଓ, ୪ ମୃତ ୨ଶହରୁ ଅଧିକ ଆହତ

ମାନିଲା,୮।୬: ସୋମବାର ଫିଲିପାଇନ୍ସରେ ଏକ ଶକ୍ତିଶାଳୀ 8.1 ତୀବ୍ରତାର ଭୂମିକମ୍ପ ଘଟି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଦକ୍ଷିଣ ଫିଲିପାଇନ୍ସର ମିଣ୍ଡାନାଓ ଦ୍ୱୀପ ନିକଟରେ ଘଟିଥିବା ଏହି ଭୂମିକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri