ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…

ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌ ମଧ୍ୟ ଏହି ହୃଦୟ ବିଦାରକ ଆକ୍ରମଣ ଉପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ‘X’ରେ ପୋଷ୍ଟ କରି ସଲମାନ ଲେଖିଛନ୍ତି, ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା ସମଗ୍ର ବିଶ୍ୱକୁ ହତ୍ୟା କରିବା ସହିତ ସମାନ।

ପୃଥିବୀର ସ୍ବର୍ଗ, କଶ୍ମୀର, ଏବେ ନର୍କରେ ପରିଣତ ହୋଇଛି। ନିର୍ଦ୍ଦୋଷ ଲୋକଙ୍କୁ ଟାର୍ଗେଟ କରାଯାଉଛି, ମୋର ହୃଦୟ ସେମାନଙ୍କ ପରିବାର ପ୍ରତି ଗଭୀର ଦୁଃଖ ପ୍ରକାଶ କରୁଛି। ଜଣେ ନିର୍ଦ୍ଦୋଷ ବ୍ୟକ୍ତଙ୍କୁ ହତ୍ୟା କରିବା ସମଗ୍ର ଉଦ୍ଦେଶ୍ୟକୁ ହତ୍ୟା କରିବା ସହିତ ସମାନ। ସଲମାନ କହିଛନ୍ତି, ସେମାନଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଏପର୍ଯ୍ୟନ୍ତ ବର୍ତ୍ତମାନ ସୁଦ୍ଧା ୨୬ ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଏହି ଆକ୍ରମଣରେ ଅନେକ ଲୋକ ଗୁରୁତର ହୋଇଛନ୍ତି। ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଆକ୍ରମଣରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri