ମେ’ ୧୩ରେ ପରଦାକୁ ଆସିବ ‘ରାଧେ’, ରିଲିଜକୁ ନେଇ…

ବମ୍ବେ: ସଲ୍ଲୁଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କରୋନା ସଂକ୍ରମଣକୁ ନେଇ କଟକଣା ସତ୍ତ୍ୱେ ଦବଙ୍ଗ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେ’ ମେ’ ୧୩ରେ ଇଦ୍‌ ଅବସରରେ ବଡ଼ ପରଦାକୁ ଆସିବ। ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମରେ ୨୦୨୦ ଇଦ୍‌ ଅବସରରେ ଏହାକୁ ରିଲିଜ କରାଯିବାକୁ ଯୋଜନା ହୋଇଥିଲା। ହେଲେ ସିନେମା ହଲ୍‌ ବନ୍ଦ ରହିବା କାରଣରୁ ତାରିଖ ଆଗକୁ ବଢ଼ିଥିଲା। ଏବେ ଅପେକ୍ଷାର ଶେଷ ହେବାକୁ ଯାଉଛି ବୋଲି ଲାଗୁଛି।

ଫିଲ୍ମଟିକୁ କେବଳ ଯେ ସିନେମାହଲ୍‌ ତାହା ନୁହେଁ ବରଂ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମରେ ରିଲିଜ କରାଯିବ। ସୀମିତ ପ୍ରତିବନ୍ଧକୁ ଦେଖି ନିର୍ମାତାମାନେ ଏହାକୁ ଅନେକ ସ୍ଥାନରେ ରିଲିଜ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସାରା ବିଶ୍ୱର ସିନେମାହଲ୍‌ରେ ଏହାକୁ ରିଲିଜ କରାଯିବ। ଫଳରେ ଦର୍ଶକଙ୍କୁ ତାଙ୍କ ସୁବିଧା ମୁତାବକ ଫିଲ୍ମ ଦେଖିବାକୁ ବିକଳ୍ପ ମିଳିବ ବୋଲି କୁହାଯାଇଛି।
ତେବେ ଫିଲ୍ମର ଟ୍ରେଲର ଏପ୍ରିଲ ୨୨ରେ ରିଲିଜ କରାଯିବ। ଫିଲ୍ମରେ ଅନ୍ୟ ଭୂମିକାରେ ଦିଶା ପଟାନୀ, ରଣଦୀପ ହୁଡ୍ଡା ଏବଂ ଜ୍ୟାକି ଶ୍ରଫ୍‌ ପ୍ରମୁଖ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri