ସଲମାନ ଖାନ୍‌ଙ୍କୁ ହତ୍ୟା ଧମକ

ମୁମ୍ବାଇ,୫।୬:ବଲିଉଡର ସୁପରଷ୍ଟାର୍‌ ସଲମାନ ଖାନଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହି ଧମକ ଏକ ଚିଠି ମାଧ୍ୟମରେ ଦିଆଯାଇଛି। ସଲମାନ ଖାନଙ୍କ ପିତା ସଲିମ ଖାନ ରବିବାର ସକାଳେ ବୁଲିବାକୁ ଯାଇଥିଲେ। ସେ କିଛି ସମୟ ବିଶ୍ରାମ ନେବାକୁ ବେଞ୍ଚରେ ବସିଥିବାବେଳେ ତାଙ୍କୁ ସଲମାନଙ୍କ ନାମରେ ଏକ ଧମକପୂର୍ଣ୍ଣ ଚିଠି ମିଳିଥିଲା।
ଏହି ଚିଠିରେ ଲେଖାଯାଇଛି ଯେ, ସଲମାନଙ୍କ ଅବସ୍ଥା ସିଦ୍ଧୁ ମୂସେୱଲାଙ୍କ ଭଳି କରିଦେବୁ। ସଲିମଙ୍କୁ ଏହି ଚିଠି ରବିବାର ସକାଳ ୭.୩୦ ରୁ ୮.୦୦ ଭିତରେ ମିଳିଥିଲା। ବାନ୍ଦ୍ରା ପୋଲିସ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନିକଟରେ ପଞ୍ଜାବୀ ଗାୟକ ସିଦ୍ଧୁ ମୂସେୱଲାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।
ସଲମାନ ନିକଟରେ ଦୁବାଇରେ ଆୟୋଜିତ ଆଇଫା ପୁରସ୍କାରରେ ଯୋଗ ଦେଇ ମୁମ୍ବାଇ ଫେରିଛନ୍ତି। ସଲମାନ ଖୁବଶୀଘ୍ର ‘ଟାଇଗର-୩’ ଫିଲ୍ମରେ ନଜର ଆସିବେ। ଏହି ଫିଲ୍ମରେ ତାଙ୍କ ସହ ମୁଖ୍ୟ ଭୂମିକାରେ କ୍ୟାଟ୍ରିନା କୈଫଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri