ଟିକା ନେଲେ ସଲମାନ

ଦେଶରେ କରୋନା ପ୍ରକୋପ ଧୀରେ ଧୀରେ ବଢୁଛି। ଏହାକୁ ଦୃଷ୍ଟିରେ ରଖି ବଲିଉଡ୍‌ ଷ୍ଟାର୍‌ମାନେ କରୋନା ଟିକା ନେଉଥିବାର ନଜର ଆସିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଦବଙ୍ଗ ଷ୍ଟାର ସଲମାନ ଖାନ। ସେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି ସଲ୍ଲୁ। ସେ ମୁମ୍ବାଇ ଲୀଳାବତୀ ହସ୍ପିଟାଲରେ ପହଞ୍ଚି ଟିକା ନେଇଥିଲେ। ସେ ଲୋକଙ୍କୁ ମାସ୍କ ଏବଂ ସାମାଜିକ ଦୂରତା ପାଳନ ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି। ଏହାପୂର୍ବରୁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ କେରାନା ଟିକା ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri