ବିମାନବନ୍ଦରରେ ସଲମାନଙ୍କ ସ୍ବାଗ୍‌, ପିଲାଙ୍କ ସହ ମିଳାଇଲେ ହାତ

ମୁମ୍ବାଇ: ଭାଇଜାନ ସଲମାନ ଖାନ ଯୁଆଡେ ଯାଆନ୍ତି, ତାଙ୍କ ପ୍ରଶଂସକମାନେ ତାଙ୍କୁ ଭେଟିବା ପାଇଁ ଏକାଠି ହୋଇଯାନ୍ତି। ସଲମାନ ତାଙ୍କ ପ୍ରଶଂସକଙ୍କୁ କେବେ ବି ନିରାଶ କରନ୍ତି ନାହିଁ ନିକଟରେ ସଲମାନ ମୁମ୍ବାଇ ଫେରିଛନ୍ତି ଏବଂ ବିମାନବନ୍ଦରରେ ତାଙ୍କୁ ଏକ ଭିନ୍ନ ଶୈଳୀରେ ଦେଖିବାକୁ ମିଳିଛି। ସଲମାନଙ୍କ ପ୍ରଶଂସକମାନେ ଏହି ଲୁକ୍‌କୁ ବହୁତ ପସନ୍ଦ କରନ୍ତି। ସଲମାନ ବିମାନବନ୍ଦରରେ ତାଙ୍କ ପ୍ରଶଂସକଙ୍କୁ ଭେଟି ସେମାନଙ୍କ ସହ ହାତ ମିଳାଉଥିବା ନଜର ଆସିଛନ୍ତି।

ସଲମାନ କିଛି ସମୟ ପାଇଁ ଦୁବାଇରେ ଥିଲେ। ସେଲିବ୍ରିଟି କ୍ରିକେଟ ଲିଗରେ ସେ ତାଙ୍କ ଭାଇ ସୋହେଲ ଖାନଙ୍କ ଦଳକୁ ସମର୍ଥନ କରିବା ଯାଇଥିଲେ। ସଲମାନ ଏବେ ଭାରତ ଫେରିଛନ୍ତି। ବିମାନ ବନ୍ଦରରେ ତାଙ୍କର ଲୁକ୍‌କୁ ପ୍ରଶଂସକମାନେ ପସନ୍ଦ କରୁଛନ୍ତି।

ବିମାନବନ୍ଦରରୁ ସଲମାନ ଖାନଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସେ ବିମାନବନ୍ଦରରୁ ବାହାରକୁ ଯିବା ସମୟରେ କିଛି ପିଲା ସେଠାରେ ତାଙ୍କୁ ଭେଟିବାକୁ ଛିଡା ହୋଇଥିଲେ। ସଲମାନ ତାଙ୍କୁ ଦେଖି ହସିଛନ୍ତି ଏବଂ ହାତ ମିଳାଇଛନ୍ତି। ଭିଡିଓରେ ଥିବା ପିଲାମାନେ ସଲମାନଙ୍କୁ ଭେଟିବା ପରେ ବହୁତ ଖୁସି ଦେଖାଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri