ଅବିନାଶଙ୍କ ପାଇଁ ଚାହତଙ୍କୁ ଫସାଇଦେଲେ ବିଗ୍‌ବସ୍‌, ଖୋଲିଲା ସିକ୍ରେଟ୍‌ ଡେଟିଂ ଲାଇଫ୍‌

ମୁମ୍ବାଇ: ରିଆଲିଟି ଶୋ’ରେ ବର୍ଷିଲେ ସଲମାନ ଖାନ୍‌। ପ୍ରତିଯୋଗୀ ଚାହତ ପାଣ୍ଡେଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସୃଷ୍ଟି ହେଲା ଝଡ଼। କିଛି ଏଭଳି ଘଟଣାକୁ ନେଇ ଚର୍ଚ୍ଚାରେ ‘ବିଗ୍‌ ବସ୍‌ ୧୮’। ଶନିବାର ଓ୍ବିକେଣ୍ଡ ଓ୍ବାର୍‌ ଏପିସୋଡ ପୂର୍ବରୁ ଏଭଳି ଟ୍ରେଲର ରିଲିଜ ହେବା ପରେ ସୋସିଆଲ ମିଡିଆରେ ଚାହତଙ୍କ ସମର୍ଥକ ଶୋ’ ନିର୍ମାତାଙ୍କୁ ଟ୍ରୋଲ କରୁଛନ୍ତି।

ନିକଟରେ ଚାହତ ପାଣ୍ଡେଙ୍କ ମା’ ଶୋ’କୁ ଆସିଥିଲେ। ସେ ଅନ୍ୟତମ ମିଶ୍ରାଙ୍କୁ ‘ଲଡକିବାଜ୍‌’ କହିଥିଲେ। ଏପରିକି ଚାହତଙ୍କର କେହି ପ୍ରେମିକ ନାହାନ୍ତି ବୋଲି କହିଥିଲେ। ହେଲେ ଅବିନାଶ ପରେ ସେ ଘରୁ ଲୁଚାଇ ଜଣେ ବ୍ୟକ୍ତିଙ୍କୁ ଡେଟ୍‌ କରୁଥିବା କହିଥିଲେ। ଏବେ ନିର୍ମାତା ମଧ୍ୟ ତାଙ୍କ ସିକ୍ରେଟ୍‌ ଡେଟିଂ ଖବର ଉପରୁ ପରଦା ଉଠାଇଛନ୍ତି।

ସଲମାନ ଚାହତଙ୍କୁ କହିଥିଲେ, ତୁମ ମା’ କହିଥିଲେ ଯେ ଚାହତଙ୍କୁ ଏଭଳି ପୁଅ ପସନ୍ଦ ନୁହନ୍ତି, ଯିଏ ଯୁବତୀଙ୍କ ଆଗ ପଛରେ ବୁଲନ୍ତି। ଆପଣଙ୍କ ମା’ ଚରିତ୍ର ସାର୍ଟିଫିକେଟ୍‌ ଦେଇଥିଲେ। ଏହାପରେ ଆମ ଟିମ୍‌କୁ କିଛି ଲୋକଙ୍କ ଫୋନ ଆସିଥିଲା। ତୁମକୁ କିଛି ଦେଖାଉଛୁ। ଏହାପରେ ଏକ ଫଟୋ ନଜର ଆସିଥିଲା। ଏଥିରେ ସେ ଏକ କେକ୍‌ ସହ ପୋଜ୍‌ ଦେଉଥିବା ଦେଖାଯାଇଛି, ସେଥିରେ ‘୫ ବର୍ଷ ପୁରା ହୋଇଛି, ହାପି ଆନିଭର୍ସରୀ ମୋ ପ୍ରେମ’। ଏହି ଫଟୋ ଏବେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୈଫଙ୍କଠାରୁ ଏତିକି ଟଙ୍କା ଦାବି କରିଥିଲେ ଆକ୍ରମଣକାରୀ, ସାମ୍ନାକୁ ଆସିଲା ବଡ଼ ତଥ୍ୟ

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ ମାମଲାରେ ମୁମ୍ବାଇ ପୋଲିସ ଏକ ଏଫ୍‌ଆଇଆର ରୁଜୁ କରିଛି। ଏବେ ଏହି ଦୁଇ ପୃଷ୍ଠାର ଏଫଆଇଆରର...

କିଏ କରିଥିଲା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ

ମୁମ୍ବାଇ,୧୬।୧: ବୁଧବାର ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣ କିଏ ଆଉ କାହିଁକି କରିଛି...

ବଡ଼ପୁଅ ଇବ୍ରାହିମ୍‌ ବଞ୍ଚାଇଥିଲେ ସୈଫଙ୍କ ଜୀବନ, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ…

ମୁମ୍ବାଇ,୧୬।୧: ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ପ୍ରଶଂସକ ଚିନ୍ତାରେ। ଗୋଟିଏପଟେ ପୋଲିସ ଅଭିଯୁକ୍ତଙ୍କୁ ଧରିବା ଲାଗି ତଦନ୍ତ ଜୋରଦାର କରିଥିବା...

ଅଭିନେତା ହୋଇ ବି କ୍ରିକେଟରୁ ମୋଟା ଅଙ୍କ ଆୟ କରନ୍ତି ସୈଫ, ଜାଣନ୍ତୁ କ’ଣ ଏହାର ମାଧ୍ୟମ

ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ ଫିଲ୍ମ ଜଗତର ସବୁଠାରୁ ଧନୀ ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣେ। ଜାନୁଆରୀ ୨୦୨୫ ସୁଦ୍ଧା, ସୈଫ ଅଲ୍ଲୀ ଖାନଙ୍କ...

ଅପରେଶନ ପରେ ବିପଦମୁକ୍ତ ସୈଫ

ମୁମ୍ବାଇ,୧୬।୧: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ତାଙ୍କ ନିଜ ଘରେ ଛୁରୀରେ ଆକ୍ରମଣ ହୋଇଛି। ଏହା ପରେ ତାଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ...

ICUକୁ ଗଲେ ସୈଫ ଅଲ୍ଲୀ ଖାନ୍‌, ଡାକ୍ତର କହିଲେ-ମେରୁଦଣ୍ଡରେ ପଶିଥିଲା ଦେଢ଼ ଇଞ୍ଚର ଛୁରୀ ଖଣ୍ଡ…

ମୁମ୍ବାଇ,୧୬।୧: ସରିଲା ସର୍ଜରୀ। ଆଇସିୟୁକୁ ସ୍ଥାନାନ୍ତରିତ ହେଲେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌। ଏବେ ସେ ସୁସ୍ଥ ଅଛନ୍ତି। ତାଙ୍କ ମେରୁଦଣ୍ଡରେ ଥିବା ଦେଢ଼...

ସୈଫଙ୍କୁ ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କଲା ପୋଲିସ, ଏହି କାରଣ ପାଇଁ ହୋଇଛି…

ମୁମ୍ବାଇ,୧୬ା୧: ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କୁ ଛୁରାମାଡ଼ ହୋଇଛି। ଇତିମଧ୍ୟରେ ସୈଫ୍‌ଙ୍କୁ ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ଚୋରି କରିବାକୁ ଆସିଥିବା...

ରାତି ୨ଟାରେ ସାନପୁଅ ଜେହଙ୍କ ଘରେ ପଶିଥିଲେ ଦୁର୍ବୃତ୍ତ, ଚାକରାଣୀଙ୍କ ଚିତ୍କାର ଶୁଣି ସୈଫ ପହଞ୍ଚିବା ପରେ…

ମୁମ୍ବାଇ: ସକାଳ ପ୍ରାୟ ଦୁଇଟା ବେଳେ ଘରେ ପଶିଥିଲେ ଅଜଣା ବ୍ୟକ୍ତି। କେହି କିଛି ବୁଝିବା ଆଗରୁ ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କୁ କରିଥିଲେ ଅତର୍କିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri