ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ ଏବଂ ପତଳା ଲୁକ ସ୍ବାସ୍ଥ୍ୟ ସମସ୍ୟା ସହିତ ଜଡିତ ହୋଇପାରେ ବୋଲି ପ୍ରଶଂସକ ଆଲୋଚନା କରୁଛନ୍ତି। କିନ୍ତୁ ଏବେ ସଲୁ ଶେଷରେ ଏହି ସମସ୍ତ ଗୁଜବରେ ପୂର୍ଣ୍ଣଛେଦ ପକାଇଛନ୍ତି।

ପ୍ରାଇମ ଭିଡିଓ ରିଆଲିଟି ଶୋ ‘ଆଲାୟନ୍ସ’ରେ ତାଙ୍କ ଭାଇ ସୋହେଲ ଖାନଙ୍କ ସହ କଥାବାର୍ତ୍ତା ସମୟରେ, ସଲମାନ କହିଛନ୍ତି, ସେ ୧୬ କିଲୋଗ୍ରାମ ଓଜନ ହ୍ରାସ କରିଛନ୍ତି। ଏହି ପରିବର୍ତ୍ତନ କୌଣସି ରୋଗ ଯୋଗୁ ନୁହେଁ ବରଂ ଫିଟନେସ। ଏହା କଠିନ ପରିଶ୍ରମର ଫଳାଫଳ।
ଯଦିଓ ସଲମାନ ୧୬ କିଲୋ ଓଜନ ହ୍ରାସ କରିବାର ସଠିକ କାରଣ ସ୍ପଷ୍ଟ କରିନାହାଁନ୍ତି, କୁହାଯାଉଛି ସେ ତାଙ୍କର ଆଗାମୀ ଆକ୍ସନ ଫିଲ୍ମ ‘SVC63’ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏହି ଫିଲ୍ମରେ ସେ ପ୍ରଥମ ଥର ପାଇଁ ପ୍ରସିଦ୍ଧ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ନୟନତାରାଙ୍କ ସହ ସ୍କ୍ରିନ ଶେୟାର କରୁଥିବାର ଦେଖାଯିବେ। ଫିଲ୍ମରେ ଅନେକ ହାଇ-ଅକ୍ଟେନ ଆକ୍ସନ ସିକ୍ୱେନ୍ସ ପ୍ରଦର୍ଶିତ ହେବ, ଯାହା ପାଇଁ ସଲମାନ ତାଙ୍କ ଫିଟନେସ ଉପରେ କଠିନ ପରିଶ୍ରମ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri