ବିଲରେ ଧାନ ରୋଉଛନ୍ତି ଏହି ଅଭିନେତା, ଗର୍ଲଫ୍ରେଣ୍ଡ୍‌ ଶେୟାର କଲେ ଫଟୋ

କରୋନା ଭାଇରସ ଯୋଗୁ ଚଳଚ୍ଚିତ୍ର ଶୁଟିଂ ବନ୍ଦ ରହିଛି। ତେବେ ଅନଲକ ସମୟରେ ସର୍ତ୍ତମୂଳକ ଶୁଟିଂକୁ ଅନୁମତି ଦିଆଯାଇଛି। ଅଭିନେତା ସଲମାନ ଖାନ ମଧ୍ୟ ତାଙ୍କ ଫିଲ୍ମର ଶୁଟିଂ ଯୋଗୁ ତାଙ୍କ ଫାର୍ମହାଉସରେ ପୁରା ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କର ସମ୍ପୂର୍ଣ୍ଣ ଧ୍ୟାନ ଚାଷ ଉପରେ ରହିଛି। ସଲ୍ଲୁ ପ୍ରାୟତଃ ଚାଷ ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଲୋକଙ୍କ ସହ ଧାନ ରୋଉଥିବା ନଜର ଆସିଛନ୍ତି। ଏହା ପରେ ସେ ନିଜ ହାତ ଏବଂ ପାଦକୁ କାଦୁଅ ପାଣିରେ ଧୋଇଦେଉଛନ୍ତିି ଏହା ପ୍ରଥମ ଥର ନୁହେଁ ପୂର୍ବରୁ ସଲମାନ ହଳ କରୁଥିବା ମଧ୍ୟ ଦେଖାଯାଇଥିଲା। ନିକଟରେ ସଲମାନ ଖାନଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ ୟୁଲିଆ ଭାଣ୍ଟୁର ଫାର୍ମ ହାଉସରେ ଧାନ ବୁଣୁଥିବାର ଏକ ଚିତ୍ର ଶେୟାର କରିଥିଲେ।
ସଲମାନ ଖାନ ନିର୍ଦ୍ଦେଶକ ପ୍ରଭୁଦେବାଙ୍କ ଚଳଚ୍ଚିତ୍ର ‘ରାଧେ: ୟୋର ମୋଷ୍ଟ ୱାଣ୍ଟେଡ ଭାଇ’ରେ ନଜର ଆସିବେ। କରୋନା ଯୋଗୁ ଏହି ଚଳଚ୍ଚିତ୍ରର ରିଲିଜ ତାରିଖ ଘୁଞ୍ଚାଇ ଦିଆଯାଇଛି। ସଲମାନ ଖାନଙ୍କ ବ୍ୟତୀତ ଏହି ଚଳଚ୍ଚିତ୍ରରେ ଜ୍ୟାକି ଶ୍ରଫ, ଦିଶା ପଟାନୀ ଏବଂ ରଣଦୀପ ହୁଡା ମଧ୍ୟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୪ଜଣଙ୍କ ସଂସ୍ପର୍ଶରେ ଆସିଥିଲେ ବଚ୍ଚନ ପରିବାର

କରୋନାରେ ଆକ୍ରାନ୍ତ ହୋଇଥିବା ମେଗାଷ୍ଟାର ଅମିତାଭ ବଚ୍ଚନଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ। ତାଙ୍କ ପୁଅ ଅଭିଷେକ, ବୋହୂ ଐଶ୍ଚର୍ଯ୍ୟା ଏବଂ ନାତୁଣୀ ଆରାଧ୍ୟା ମଧ୍ୟ କରୋନା...

ରାଗିଗଲେ ରାକ୍ଷୀ

ବମ୍ବେ: ରାଗିଗଲେ ବଲିଉଡ୍‌ର ଆଇଟମ୍‌ ଗର୍ଲ ରାକ୍ଷୀ ସାଓ୍ବନ୍ତ। ଭାବୁଥିବେ କାରଣ କ’ଣ। ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ର ଶେହନାଜ୍‌ ଗିଲଙ୍କୁ ‘ପଞ୍ଜାବର ରାକ୍ଷା ସାଓ୍ବନ୍ତ’...

୩୫୦ ଯୁବତୀଙ୍କ ସହ ସମ୍ପର୍କ ରଖି ବାହା ହୋଇଥିଲେ ୩ ଜଣଙ୍କୁ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ପ୍ରେମ କାହାଣୀ କାହାକୁ ଲୁଚା ଛପା ନୁହେଁ। ଏହି ଅଭିନେତା ସବୁଠୁ ରୋମାଣ୍ଟିକ୍‌ ବୋଲି କୁହାଯାଏ। କାରଣ ସେ...

ଲୁଚାଛପାରେ ବିବାହ କରିନେଲେ ଆରତୀ ! ରାଜୀବଙ୍କ ସହ ଫଟୋ ଭାଇରାଲ ପରେ…

ବମ୍ବେ: ଲୁଚାଛପାରେ ବିବାହ କରିନେଇଛନ୍ତି ବିଗ୍‌ବସ୍‌ର ପୂର୍ବତନ ପ୍ରତିଯୋଗୀ ତଥା କମେଡିଆନ୍‌ କୃଷ୍ଣା ଅଭିଷେକଙ୍କ ଭଉଣୀ ଆରତୀ ସିଂ। ବ୍ୟବସାୟୀ ତଥା ମଡେଲ ରାଜୀବ ଅଦାତିଆଙ୍କ...

ରିଲିଜ୍‌ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ‘ଗଡଫାଦର’

ବହୁ ପ୍ରତୀକ୍ଷିତ ଫିଲ୍ମ ‘ଗଡଫାଦର’ ବୁଧବାର ରିଲିଜ୍‌ ହୋଇଯାଇଛି। ଫିଲ୍ମରେ ମେଗାଷ୍ଟାର୍‌ ଚିରଞ୍ଜୀବୀ ଏବଂ ସଲମାନ ଖାନ୍‌ ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିଛନ୍ତି।...

ମନ୍ତ୍ରୀଙ୍କ ଝିଅକୁ ହୃଦୟ ଦେଇଥିଲେ ଏହି ଅଭିନେତା, ଆଉ ତା’ ପରେ

୧୯୭୬ ମସିହା ସେପ୍ଟେମ୍ବର ୩ରେ ବଲିଉଡ୍‌ ଅଭିନେତା ବିବେକ ଓବରୟ ହାଇଦ୍ରାବାଦରେ ଜନ୍ମ ହୋଇଥିଲେ। ବିବେକ ତାଙ୍କ ପ୍ରଫେସନାଲ ଲାଇଫ୍‌କୁ ନେଇ ଯେତିକି ଚର୍ଚ୍ଚାରେ ରହୁଥିଲେ,...

କାନାଡାରୁ ଭାରତ ଆସିବାବେଳେ ମାତ୍ର ୫ ହଜାର ଟଙ୍କା ଆଣି ଆସିଥିଲେ ଏହି ଅଭିନେତ୍ରୀ, ଏବେ କୋଟିପତି

କାନାଡାର ଜଣେ ଅଭିନେତ୍ରୀ ଯେତେବେଳେ ଭାରତ ଆସିଥିଲେ ସେତେବେଳେ ସାଥୀରେ ଚଳିବା ପାଇଁ କିଛି ଟଙ୍କା ଆଣିଥିଲେ। ଯେଉଁ ଟଙ୍କାରେ ଚଳିବା ତାଙ୍କ ପାଇଁ କଷ୍ଟକର...

ବିବାହ ପରେ ଏକାଠି ନଜର ଆସିଲେ ଫରହାନ-ଶିବାନୀ

ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ଶନିବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହେଁ ବିବାହ କରିଛନ୍ତି। ଏହି ବିବାହ...

Advertisement
Archives

Model This Week