ଆସନ୍ତା ବର୍ଷ ଇଦ୍‌ରେ ପୁଣି ଆସିବ ସଲମାନଙ୍କ ଅଭିନୀତ ଫିଲ୍ମ

ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁଙ୍କ ପ୍ରଶଂସକ ବଡ ଉତ୍ସୁକତାର ସହ ତାଙ୍କ ଆଗାମୀ ଫିଲ୍ମକୁ ଅପେକ୍ଷା ରଖିଛନ୍ତି । ସଲମାନଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ରାଧେ: ଇୟୋର ମୋଷ୍ଟ ୱାଣ୍ଟେଡ ଭାଇ ଗତ ମେ’ ମାସ ଅର୍ଥାତ୍ ଇଦ୍‌ରେ ରିଲିଜ୍ ହେବାର ଯୋଜନା ଥିଲା । ହେଲେ କରୋନା ମହାମାରୀ ପାଇଁ ଏହା ରିଲିଜ୍ ହୋଇପାରି ନାର୍ହି । ଶୁଣିବାକୁ ମିଳିଥିଲା କି ଏହା ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେବ । ହେଲେ ଏବେ ଏହାକୁ ଖଣ୍ଡନ କରିଛନ୍ତି ଫିଲ୍ମ ନିର୍ମାତା । ଫିଲ୍ମ ସମିକ୍ଷକ ତରଣ ଆଦର୍ଶ ଏ ସମ୍ପର୍କରେ ସୂଚନା ଦେଇ ଟୁଇଟ୍ କରିଛନ୍ତି । ସେ କହିଛନ୍ତି ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ରାଧେ: ଇୟୋର ମୋଷ୍ଟ ୱାଣ୍ଟେଡ ଭାଇ ଓଟିଟି ପ୍ଲାଟଫର୍ମରେ ରିଲଜ୍ ହେଉନାହିଁ । ଏହା ଆଗାମୀ ବର୍ଷ ଇଦ୍‌ରେ ପରଦାକୁ ଆସିବ । ତେଣୁ ଏହା ସଲମାନଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ ଖବର ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri