ମୋଦିଙ୍କ ଜନ ଆନ୍ଦୋଳନକୁ ସପୋର୍ଟ କଲେ ସଲମାନ

ମୁମ୍ବାଇ: ଅଗାମୀ ଦିନରେ ଆସୁଥିବା ପର୍ବପର୍ବାଣୀ, ଶୀତଋତୁ ଓ ଅର୍ଥ ବ୍ୟବସ୍ଥାକୁ ଦେଖି କରୋନା ବିରୋଧରେ ଏକ ଜନ ଆନ୍ଦୋଳନ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗୁରୁବାର ସେ ଟୁଇଟ୍ କରି ଦେଶବାସୀଙ୍କୁ କହିଛନ୍ତି ଯେ ପର୍ଯ୍ୟନ୍ତ କରୋନାର ଔଷଧ ଆସିନାହିଁ ସେ ପର୍ଯ୍ୟନ୍ତ କୌଣସି ଛାଡ ନାହିଁ । ତେବେ ମୋଦିଙ୍କ ଏହି ଜନ ଆନ୍ଦୋଳନକୁ ସପୋର୍ଟ କରିଛନ୍ତି ବଲିଉଡ୍ ସୁପରଷ୍ଟାର ସଲମାନ ଖାଁ । ସଲମାନ ଏହାପରେ ଟୁଇଟ୍ କରି କହିଛନ୍ତି, ଆମେ ୬ ଫୁଟର ବ୍ୟବଧାନ ରଖିବା ଅର୍ଥାତ୍ ସୋସିଆଲ ଡିଷ୍ଟାନସିଂ, ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାନିଟାଇଜ କରିବା । ପ୍ରଧାନମନ୍ତ୍ରୀ ମୋଦି କରୋନା ବିରୋଧରେ ଆରମ୍ଭ କରିଛନ୍ତି ଜନ ଆନ୍ଦୋଳନ ଆସନ୍ତୁ ଆମେ ସେଥିରେ ସାମିଲ ହେବା । ସଲମାନ ନିଜ ଟୁଇଟରେ ୟୁନାଇଟେଡ ଟୁ ଫାଇଟ କରୋନା ହାସ ଟ୍ୟାଗ ଦେଇଛନ୍ତି । ସଲମାନଙ୍କ ଏହି ଟୁଇଟକୁ ଲକ୍ଷ ଲକ୍ଷ ପ୍ରଶଂସକ ପସନ୍ଦ କରିଛନ୍ତି । ହଜାର ହଜାର ଲୋକେ ଏହାକୁ ରି ଟୁଇଟ୍ ବି କରିଛନ୍ତି । ସୂଚନାଯୋଗ୍ୟ, ମୋଦି ଗୁରୁବାର ଟୁଇଯ କରି ଲେଖିଥିଲେ, ୨ ଫୁଟର ଦୂରତା ରଖିବା, ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାନିଟାଇଜ କରିବା । ତା’ହେଲେ ଯାଇ ଆମେ କରୋନାକୁ ହରାଇ ପାରିବା ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri