ବିଲରେ ହଳ କରୁଥିବା ସଲମନଙ୍କୁ ଏମିତି କହିଲେ କଂଗ୍ରେସ ନେତା

କରୋନା ପାଇଁ ଫିଲ୍ମ ଶୁଟିଂ ବନ୍ଦ ରହିଥିବା ବେଳେ ବଲିଉଡ ଅଭିନେତା ସଲମାନ ଖାନ ତାଙ୍କ ପାନଭେଲ ଫାର୍ମ ହାଉସରେ ସମୟ ଅତିବାହିତ କରିଆସୁଛନ୍ତି। ଏହି ସମୟରେ, ସେ ପ୍ରଶଂସକଙ୍କ ପାଇଁ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ଶେୟାର କରୁଛନ୍ତି। ବିଲରେ ହଳ କରୁଥିବା ଏକ ଭିଡିଓ ସଲମନ ଶେୟାର କରିଛନ୍ତି, ଯେଉଁଥିରେ କଂଗ୍ରେସ ନେତା ସଞ୍ଜୟ ନିରୁପମ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି।

View this post on Instagram

Farminggg

A post shared by Salman Khan (@beingsalmankhan) on

ସଲମାନ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ଫାର୍ମରେ ଟ୍ରାକ୍ଟର ଚଲାଉଥିବା ନଜର ଆସିଛନ୍ତି। କୃଷକଙ୍କ ପରି ସେ ମଧ୍ୟ ହଳ କରିଛନ୍ତି। ଏହି ଭିଡିଓ ଶେୟାର କରି ସଲମାନ ଲେଖିଛନ୍ତି, ‘ଚାଷ’।

କଂଗ୍ରେସ ନେତା ସଞ୍ଜୟ ନିରୁପମ ସଲମାନଙ୍କ ଏହି ଭିଡିଓ ଉପରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ଟୁଇଟରରେ ସଲମାନଙ୍କ ଏହି ଭିଡିଓ ଶେୟାର କରି ସେ ଲେଖଛନ୍ତିି ଯେ, ସଲମନଙ୍କ ଏହି ଭିଡିଓ ଯୁବକମାନଙ୍କୁ ଚାଷ କାର୍ଯ୍ୟ ପାଇଁ ପ୍ରେରଣା ଯୋଗାଇବ।‘ସଲମନ ଖାନ ନିଜ ଖୁସି ପାଇଁ ଏହି ଭିଡିଓ ପ୍ରସ୍ତୁତ କରିଛନ୍ତି, ମାତ୍ର ଏହା ଭାରତର ଯୁବକମାନଙ୍କ ମଧ୍ୟରେ ଚାଷ ପାଇଁ ଏକ ନୂତନ ପ୍ରେରଣା ଯୋଗାଇବ।
ସଲମାନଙ୍କ ପାଇଁ ସଞ୍ଜୟ ନିରୁପମଙ୍କ ଟୁଇଟ୍‌ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri