କରନ ଜୋହରଙ୍କ ମୁଭିରେ ନଜର ଆସିବେ ସଲମାନ!

ମୁମ୍ବାଇ: ବଲିଉଡ ମୁଭି ‘କିସି କା ଭାଇ କିସି କି ଜାନ’କୁ ନେଇ ଚର୍ଚ୍ଚାରେ ଥିବା ଅଭିନେତା ସଲମାନ ଖାଁ ତାଙ୍କ ଆଗାମୀ ପ୍ରୋଜେକ୍ଟକୁ ନେଇ ପୁଣି ଚର୍ଚ୍ଚାକୁ ଆସିଲେଣି। ଏମିତି ଏକ ଖବର ଶୁଣି ତାଙ୍କ ପ୍ରଶଂସକ ଉତ୍ସାହିତ ହୋଇପାରନ୍ତି। ୨୫ ବର୍ଷ ପରେ ଏବେ ପୁଣିଥରେ ସଲମାନ ଖାଁ ଓ କରଣ ଜୋହର ଏକାଠି କାମ କରିପାରନ୍ତି। ମିଡିଆ ରିପୋର୍ଟ ଅନୁଯାୟୀ, ଏହି ମୁଭି ୨୦୨୪ ଇଦରେ ରିଲିଜ ହୋଇପାରେ।
ବଲିଉଡ ଫିଲ୍ମ ନିର୍ମାତା କରଣ ଜୋହର, ସଲମାନ ଖାଁଙ୍କୁ ନେଇ ଫିଲ୍ମ ନିର୍ମାଣ କରିପାରନ୍ତି। ଚର୍ଚ୍ଚା ହେଉଛି କି ସଲମାନ ଖାଁ, କରନ ଜୋହରଙ୍କ ଧର୍ମା ପ୍ରଡକସନ ସହ ଫିଲ୍ମ କରିବାକୁ ଯୋଜନା କରୁଛନ୍ତି। ଉଭୟ ଏକ ବିଗ ବଜେଟ ମୁଭି ପାଇଁ ପ୍ରସ୍ତୁତ ହେଉଛନ୍ତି। ଏହାକୁ ୨୦୨୪ ଇଦ ସମୟରେ ରିଲିଜ କରାଯିବ। ଯଦି ଏମିତି ହେଲା ତେବେ ଉଭୟ ପ୍ରାୟ ୨୫ ବର୍ଷ ପରେ ପୁଣିଥରେ ଏକାଠି କାମ କରିବାକୁ ଯାଉଛନ୍ତି।
ସୂଚନାଯୋଗ୍ୟ, କରନ ଜୋହର ସଲମାନଙ୍କୁ ନେଇ ୧୯୯୮ରେ ମୁଭି ‘କୁଛ କୁଛ ହୋତା ହୈ’ ନିର୍ମାଣ କରିଥିଲେ। ଏବେ ସଲମାନଙ୍କ ଅଭିନୀତ ମୁଭି ‘କିସି କା ଭାଇ କିସି କି ଜାନ’ ଶୁକ୍ରବାର ରିଲିଜ ହୋଇଯାଇଛି। ଏହାପରୋ ସଲମାନଙ୍କ ମୁଭି ଟାଇଗର ୩ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri