ସଲମାନଙ୍କ ସୁରକ୍ଷା ବ୍ୟବସ୍ଥା ବଢିଲା

ମୁମ୍ବାଇ,୧।୬: ପଞ୍ଜାବୀ ଗାୟକ-ରାଜନେତା ସିଦ୍ଧୁ ମୂସେୱାଲାଙ୍କ ହତ୍ୟା ହେବାର କିଛି ଦିନ ପରେ ମୁମ୍ବାଇ ପୋଲିସ ବଲିଉଡର ସୁପରଷ୍ଟାର ସଲମାନ ଖାନଙ୍କ ସୁରକ୍ଷାକୁ ବଢାଇ ଦେଇଛି। ମୂସେୱାଲା ହତ୍ୟା ମାମଲାର ମୁଖ୍ୟ ସନ୍ଦିଗ୍ଧ ଲରେନ୍ସ ବିଷ୍ଣୋଇ ଆଜି କିଛି ବର୍ଷ ପୂର୍ବେ ସଲମାନଙ୍କ ଉପରେ ଆକ୍ରମଣ ଯୋଜନା କରିଥିଲେ। ଏହାକୁ ଦୃଷ୍ଟିରେ ରଖି ପୋଲିସ ସଲମାନଙ୍କ ସୁରକ୍ଷା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଏବେ ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କୁ ତିହାର ଜେଲରେ ରଖାଯାଇଛି। ଏଣିକି ସଲମାନ ତାଙ୍କ ବ୍ୟକ୍ତିଗତ ସୁରକ୍ଷା ସହିତ ଅଧା ଡଜନ ମୁମ୍ବାଇ ପୋଲିସ କନଷ୍ଟେବଳଙ୍କ ସହ ଆସିବେ।
ସୂଚନାଯୋଗ୍ୟ, ମୂସେୱାଲା ହତ୍ୟାକାଣ୍ଡ ପାଇଁ ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କ ଗୋଲ୍ଡି ବ୍ରାର ଗ୍ୟାଙ୍ଗ୍‌ ନିଜକୁ ଦାୟୀ କରିଛି। ଉକ୍ତ ଗ୍ୟାଙ୍ଗ ପ୍ରାୟ ଚାରି ବର୍ଷ ପୂର୍ବେ ସଲମାନ ଖାନଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲା।
ଲରେନ୍ସ କଳା ହରିଣକୁ ପବିତ୍ର ବୋଲି ବିବେଚନା କରନ୍ତି। କଳା ହରିଣ ହତ୍ୟା ମାମଲାରେ ସଲମାନଙ୍କ ନାମ ଆସିବା ପରେ, ଲରେନ୍ସ ତାଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରିଥିଲେ। ଅବଶ୍ୟ, କିଛି କାରଣ ହେତୁ ଲରେନ୍ସଙ୍କ ଏହି ଯୋଜନା ସଫଳ ହୋଇପାରିଲା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନ୍‌କାଉଣ୍ଟର

ପଶ୍ଚିମବଙ୍ଗର ବୀରଭୂମ ଜିଲାରେ ୧୫ ନଭେମ୍ବରରେ ପୋଲିସ ଗୁଳିରେ ରତନ ଶେଖ୍‌ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ହତ୍ୟାକୁ ଏନ୍‌କାଉଣ୍ଟର ଆଖ୍ୟା ଦିଆଯାଇଛି। ପୋଲିସ…

ବଡ଼ ଗୁମର ଖୋଲିଲେ ଆର୍ଯ୍ୟବୀର ସେହ୍ବାଗ: ଯନ୍ତ୍ରଣାରେ ଛଟପଟ ହେଉଥିଲେ….

ନୂଆଦିଲ୍ଲୀ,୧୭।୧୧: କ୍ରିକେଟ ପଡ଼ିଆରେ ଲଢ଼େଇ କେବଳ ବ୍ୟାଟ ଓ ବଲ୍‌ରେ ହୁଏ ନାହିଁ, ବେଳେବେଳେ ମନୋବଳ ଓ ଈଶ୍ୱରଙ୍କ ଉପରେ ବିଶ୍ୱାସ ମଧ୍ୟ ବଡ଼ ଭୂମିକା ନିଭାଇଥାଏ।…

ସୁନା, ରୁପା ମୂଲ୍ୟରେ ଲଗାତର ହ୍ରାସ

ନୂଆଦିଲ୍ଲୀ,୧୭ା୧୧: ଗତ କିଛିଦିନ ଧରି ସୁନା ଓ ରୁପା ମୂଲ୍ୟ ହ୍ରାସ ପାଇ ଆସିଥିଲା ବେଳେ ସୋମବାର ଉଭୟ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି। ଗତ…

ନ୍ୟୁଜିଲାଣ୍ଡକୁ ୪୪୦ ଭୋଲ୍ଟର ଝଟ୍‌କା: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୧୧: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା ଲାଗିଛି। ନଭେମ୍ବର ୧୫ରେ ଖେଳାଯାଇଥିବା ପଞ୍ଚମ ଦିନିକିଆ ମ୍ୟାଚ୍‌ରେ ଆହତ ହୋଇଥିବା…

ଜୀବନ୍ତ ଫେରି ନ ପାରେ: ଇମ୍ରାନ୍‌ ଖାନ୍‌

ଇସ୍‌ଲାମାବାଦ,୧୭ା୧୧(ପି.ଟି.): ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଦେଶର ପ୍ରଧାନ ବିଚାରପତି ଏବଂ ଅନ୍ୟ ମୁଖ୍ୟ ବିଚାରପତିମାନଙ୍କୁ ଏକ ଖୋଲା ଚିଠି ଲେଖି ତାଙ୍କ…

ମା’ଙ୍କ ପୁସ୍ତକ ଉନ୍ମୋଚନ ବେଳେ ରାହୁଲ ଭାବବିହ୍ବଳ

ନୂଆଦିଲ୍ଲୀ,୧୭ା୧୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଲିଖିତ ଜୀବନୀ ପୁସ୍ତକ ‘ବିଲଙ୍ଗିଙ୍ଗ୍‌: ଏ ଜର୍ନି ଅଫ୍‌ ଲଭ୍‌’ର ଆନୁଷ୍ଠାନିକ ଉନ୍ମୋଚନ ସୋମବାର ନୂଆଦିଲ୍ଲୀରେ ହୋଇଛି। ଏହି କାର୍ଯ୍ୟକ୍ରମରେ…

ଆଜି ଭୀଷଣ ବାତ୍ୟା: ୨୦ରେ ସ୍ଥଳଭାଗ ଛୁଇଁବ, ଏହି ଦିନଠାରୁ ବଢିବ ବର୍ଷା

ଭୁବନେଶ୍ୱର, ୧୭ା୧୧(ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସହ ୧୭ ତାରିଖ ସା ସୁଦ୍ଧା…

ଏଆଇ ଯୋଗାଣ ଶୃଙ୍ଖଳ ସୁରକ୍ଷା ଘୋଷଣାନାମାରେ ଭାରତର ସ୍ବାକ୍ଷର

ଓ୍ବାଶିଂଟନ,୧୭ା୧୧(ପି.ଟି.): ନୂତନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଚାଇନା ସହ ବଢ଼ୁଥିବା ପ୍ରତିଦ୍ୱନ୍ଦ୍ୱିତାକୁ ଦୃଷ୍ଟିରେ ରଖି କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସମ୍ବନ୍ଧୀୟ ସାମଗ୍ରୀ ଓ ବ୍ୟବସ୍ଥାର ଯୋଗାଣ ଶୃଙ୍ଖଳକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?