Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ ସଲମାନ ଖୁର୍ସିଦ, କଂଗ୍ରେସ କର୍ମୀଙ୍କ ତୁଳନା ଭରତଙ୍କ ସହ

ନୂଆଦିଲ୍ଲୀ,୨୭ ।୧୨: କଂଗ୍ରେସ ନେତା ସଲମାନ ଖୁର୍ସିଦ ଏମିତି ଏକ ବୟାନ ଦେଇଛନ୍ତି ଯାହାଫଳରେ ବିବାଦ ମୁଣ୍ଡ ଟେକିଛି । କଂଗ୍ରେସ ନେତା ସଲମାନ ଖୁର୍ସିଦ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କରିଛନ୍ତି । ସେହିଭଳି କଂଗ୍ରେସ କର୍ମୀଙ୍କୁ ଖ୍ରୁର୍ସିଦ ଭରତଙ୍କ ସହ ତୁଳନା କରିଛନ୍ତି । ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ଭଗବାନ ରାମଙ୍କ ଯାତ୍ରା ବହୁତ ଦୂର ପର୍ଯ୍ୟନ୍ତ ଯାଇଥାଏ । କେବେ କେବେ ଯଦି ରାମ ପହଞ୍ଚିପାରନ୍ତି ନାହିଁ ସେତେବେଳେ ଭରତ ସେଠାରେ ପହଞ୍ଚିଥାଆନ୍ତି । ଏବେ ଆମେ ଏହି ଯାତ୍ରାକୁ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ନେଇ ଆସିଛୁ । ଏବେ ରାମ ବି ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri