Posted inଜାତୀୟ

ୟୁପିରେ ମେଣ୍ଟ କରିବ ନାହିଁ କଂଗ୍ରେସ, ପ୍ରିୟଙ୍କାଙ୍କ ନେତୃତ୍ୱରେ ଲଢିବ ନିର୍ବାଚନ: ଖୁର୍ଶିଦ

ଲକ୍ଷ୍ନୌ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସଲମାନ ଖୁର୍ଶିଦ କହିଛନ୍ତି ଉତ୍ତର ପ୍ରଦେଶରେ ନିର୍ବାଚନ ରାଷ୍ଟ୍ରୀୟ ମହାସଚିବ ତଥା ରାଜ୍ୟ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀଙ୍କ ନେତୃତ୍ୱରେ ଲଢିବ କଂଗ୍ରେସ । କଂଗ୍ରେସ କୌଣସି ଦଳ ସହ ମେଣ୍ଟ କରିବ ନାହିଁ । ନିଜ ବଳରେ ନିର୍ବାଚନ ଲଢିବାକୁ ଯାଉଥିବାରୁ ପ୍ରତି ଜିଲା ଗସ୍ତ କରି ଦଳ ସବୁ ସମସ୍ୟା ଉପରେ ଆଲେଚନା କରି ଘୋଷଣାପତ୍ର ଜାରି କରିବ । ଗଣମାଧ୍ୟମକୁ ସୂଚନା ଦେଇ ଖୁର୍ଶିଦ କହିଛନ୍ତି ଠିକ୍ ସମୟରେ ଦଳ ଉତ୍ତର ପ୍ରଦେଶରେ ସକ୍ରିୟ ହୋଇଛି । ତେଣୁ କଂଗ୍ରେସ ଏକାକି ନିର୍ବାଚନ ଲଢିବାରେ କୌଣସି ଅସୁବିଧା ନାହିଁ । ଲୋକଙ୍କ ସହ ଯୋଡି ହେବାର କାମ କରୁଛି କଂଗ୍ରେସ ତେଣୁ ନିର୍ବାଚନରେ ବିଜୟ ଲାଭ କରିବା ଦଳର ଲକ୍ଷ୍ୟ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri