ଦିଲ୍‌ ଦେଲେ ସଲମାନ

ମୁମ୍ବାଇ: ଆଜିକାଲି ସଲମାନ ଖାନ ତାଙ୍କର ମଚ ଆଓ୍ବେଟେଡ ମୁଭି ‘ଟାଇଗର ୩’ ପାଇଁ ଚର୍ଚ୍ଚାରେ ଅଛନ୍ତି। ମୁଭିର ଟ୍ରେଲର ରିଲିଜ ହେବା ପରଠାରୁ ପ୍ରଶଂସକଙ୍କ ଏକ୍ସାଇଟମେଣ୍ଟ ଲେଭଲ ଦ୍ୱିଗୁଣିତ ହୋଇଛି। ନିକଟରେ ଫିଲ୍ମର ପ୍ରଥମ ଗୀତ ’ଲେ କେ ପ୍ରଭୁ କା ନାମ’ର ଟିଜର ମୁକ୍ତିଲାଭ କରିଥିଲା, ଯାହାକୁ ଦର୍ଶକେ ବହୁତ ପସନ୍ଦ କରିଥିଲେ।

ବର୍ତ୍ତମାନ ସଲମାନ ଖାଁ ଏହି ଗୀତରୁ କ୍ୟାଟ୍ରିନା କୈଫଙ୍କ ଦୁଇଟି ଫଟୋ ଶେୟାର କରିଛନ୍ତି, ଯାହା ଇଣ୍ଟରନେଟରେ ଭାଇରାଲ ହେଉଛି ା ଏହି ଫଟୋ ଗୁଡିକ ଶେୟାର କରିବାବେଳେ ଭାଇଜାନ ଲେଖିଛନ୍ତି, ‘କ୍ୟାଟ, ତୁମନେ ତହଲକା ମଚା ରଖା ହୈ । ତୁମ ସହିତ ଡ୍ୟାନ୍ସ କରିବାକୁ ମୋତେ ସବୁବେଳେ ଭଲ ଲାଗେ। ଏହି ପାର୍ଟି ଟ୍ରାକ ସହିତ ଟାଇଗର ଏବଂ ଜୋୟାଙ୍କୁ ଭେଟନ୍ତୁ। ଲେକେ ପ୍ରଭୁ କା ନାମ… ୨୩ ଅକ୍ଟୋବରରେ ରିଲିଜ ହେବ। ୧୨ ନଭେମ୍ବରରେ ଥିଏଟରରେ ତୁମକୁ ଭେଟିବାକୁ ଟାଇଗର ଆସିବ।
ସଲମାନ ଖାଁଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି। ଫଟୋ ଉପରେ କମେଣ୍ଟର ସୁଅ ଛୁଟିଛି। ଜଣେ ୟୁଜର ଲେଖିଛନ୍ତି ଯେ ‘ଭାଇଜାନ ଅଭିଭି କ୍ୟାଟ୍ରିନା ସେ ପ୍ୟାର କରତେ ହେ।’ କ୍ୟାଟ୍ରିନାଙ୍କ ଘାତକ ଲୁକକୁ ଅନେକ ଲୋକ ପ୍ରଶଂସା କରିଥିଲେ। ସଲମାନ ଖାଁଙ୍କ ସହ ପ୍ରଶଂସକମାନେ ମଧ୍ୟ କ୍ୟାଟ୍ରିନାଙ୍କ ଏହି କାତିଲାନା ଲୁକକୁ ନେଇ ଦି ଦେଇଛନ୍ତି। ଫିଲ୍ମର ପ୍ରଥମ ଗୀତ ‘ଲେ କେ ପ୍ରଭୁ କା ନାମ’ ଅକ୍ଟୋବର ୨୩ରେ ମୁକ୍ତିଲାଭ କରିବାକୁ ଯାଉଛି।
ପୁଣିଥରେ ବଡ଼ ପରଦାରେ ସଲମାନ ଖାଁ ଏବଂ କ୍ୟାଟ୍ରିନା କୈଫଙ୍କ ଯୋଡିଙ୍କୁ ଦେଖିବାକୁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଦିପାବଳୀର ସ୍ବତନ୍ତ୍ର ଉତ୍ସବରେ ଏହି ଫିଲ୍ମ ରିଲିଜ ହେବାକୁ ଯାଉଛି। ଏଥର ଇମ୍ରାନ ହାସମୀ ଭିଲେନ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୈତିକ ହିଂସାକୁ ନେଇ ବୁଲିଲା ଖଣ୍ଡା: ସମିତିସଭ୍ୟଙ୍କୁ ଘରୁ ଘୋଷାଡି ଆଣି ଗାଁ ଦାଣ୍ଡରେ ହାଣିଲେ…

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଘଳା ପଞ୍ଚାୟତର କୁଷପୁର ଗ୍ରାମରେ ପୂର୍ବଶତ୍ରୁତାକୁ ନେଇ ଅଶାନ୍ତ ହୋଇପଡିଛି । ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ…

୧୦୦ ବର୍ଷ ପରେ କୁମ୍ଭ ରାଶିରେ ସୃଷ୍ଟି ହେଲା ‘ଅଦ୍ଭୁତ ଯୋଗ’: ଏହି ୩ ରାଶିଙ୍କର ଅଚାନକ ଘଟିବ…

୬ ଫେବୃଆରୀ, ୨୦୨୬ ଠାରୁ, ସୁଖ, ସମୃଦ୍ଧି ଏବଂ ପ୍ରେମର ଗ୍ରହ ଶୁକ୍ର, ତାଙ୍କ ବନ୍ଧୁ ଶନିଙ୍କ ରାଶି କୁମ୍ଭରେ ପ୍ରବେଶ କରିଛନ୍ତି। ଏଠାରେ, ଏହା ତାଙ୍କ…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri