ଏକଦା ବିବେକ୍‌ଙ୍କୁ ଧମକ ଦେଇଥିଲେ ସଲମାନ୍‌, କାରଣ ଜାଣିଲେ

ବଲିଉଡ୍‌ ଅଭିନେତା ବିବେକ ଓବରୟ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି।ବିବେକ ସେହି ବଲିଉଡ ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏକି ତାଙ୍କର ପ୍ରଥମ ଚଳଚ୍ଚିତ୍ରରୁ ଦର୍ଶକଙ୍କ ହୃଦୟ ଜିତିଥିଲେ। ରାମ ଗୋପାଳ ବର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘କମ୍ପାନୀ’ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଥିଲା । ଯେଉଁଥିପାଇଁ ସେ ଫିଲ୍ମଫେୟାର ଶ୍ରେଷ୍ଠ ଡେବ୍ୟୁ ମେଲ ଆଓ୍ବାଡ ପାଇଥିଲେ।
ଫିଲ୍ମ ବ୍ୟତୀତ ସେ ନିଜର ପ୍ରଡକ୍ସନ ହାଉସ ମଧ୍ୟ ଚଳାନ୍ତି। କେବଳ ଏତିକି ନୁହେଁ, ଅନେକ ଷ୍ଟାର୍ଟଅପରେ ମଧ୍ୟ ବିନିଯୋଗ କରିଛନ୍ତି, ଯାହାର ଅଧିକାଂଶ ସ୍ବାସ୍ଥ୍ୟ ଏବଂ ଶିକ୍ଷା ସହିତ ଜଡିତ । ବିବେକ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ଆଫେୟାର୍ସ ପାଇଁ ଚର୍ଚ୍ଚାରେ ରହିଥାନ୍ତି।
ବଲିଉଡରେ ପ୍ରବେଶ କରିବା ସମୟରେ ବିବେକଙ୍କ ଅଭିନୟକୁ ସମସ୍ତେ ପସନ୍ଦ କରିଥିଲେ, କିନ୍ତୁ ତାଙ୍କ ଫିଲ୍ମ ଏତେବି ହିଟ ହୋଇ ନ ଥିଲା। ଫିଲ୍ମ ସହିତ ବିବେକଙ୍କ ଐଶ୍ୱର୍ଯ୍ୟାଙ୍କ ସହ ପ୍ରେମ ସମ୍ପର୍କ ନେଇ ଅନେକ ଆଲୋଚନା ହୋଇଥିଲା। ଏ ନେଇ ତାଙ୍କୁ ସଲମାନ ମଧ୍ୟ ଧମକ ଦେଇଥିଲେ। ପରେ ବିବେକ ଐଶ୍ୱର୍ଯ୍ୟାଙ୍କ ସହ ବ୍ରେକଅପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri