ଇନ୍‌ଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ଶେୟାର କରିବାକୁ ସଲମାନ ନିଅନ୍ତି ଏତିକି ଟଙ୍କା

ମୁମ୍ବାଇ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ବ୍ୟାଚଲର ସଲମାନ ଖାନ ଦୀର୍ଘବର୍ଷ ଧରି ତାଙ୍କ ପ୍ରଶଂସକମାନଙ୍କ ହୃଦୟରେ ରାଜ୍‌ କରିଆସୁଛନ୍ତି। ତିନି ଦଶନ୍ଧି ଧରି ସେ ତାଙ୍କ କ୍ୟାରିୟରରେ ଭିନ୍ନ ଚରିତ୍ରରେ ଅଭିନୟ କରି ସମସ୍ତଙ୍କ ହୃଦୟ ଜିଣିଛନ୍ତି। ଏମିତି ଏକ ସମୟ ଥିଲା, ଯେତେବେଳେ ସଲମାନ ପ୍ରଥମ ଫିଲ୍ମରେ ମାତ୍ର ୧୧ ହଜାର ଫି’ ନେଇ କାମ କରିଥିଲେ। ଆଜି ସେ ଗୋଟିଏ ଫିଲ୍ମ ପାଇଁ ୧୦୦ କୋଟିରୁ ଅଧିକ ଟଙ୍କା ଚାର୍ଜ କରନ୍ତି।

Salman Khan: As actors, we want to grow and get inspired by the characters we play | Hindi Movie News - Times of India

ସଲମାନ ୧୯୮୮ରେ ‘ବିବି ହୋ ତୋ’ ଫିଲ୍ମରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏଥିରେ ଫାରୁକ ଶେଖ୍‌ ଏବଂ ରେଖା ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ସଲମାନ ସହାୟକ ଭୂମିକାରେ ଥିଲେ। ଏହି ଫିଲ୍ମ ପାଇଁ ସଲମାନ ମାତ୍ର ୧୧ ହଜାର ଟଙ୍କା ପାରିଶ୍ରମିକ ନେଇଥିଲେ।

ବର୍ତ୍ତମାନ ସଲମାନ ବଲିଉଡ୍‌ର ସର୍ବାଧିକ ପାରିଶ୍ରମିକ ପାଉଥିବା ଜଣେ ସୁପରଷ୍ଟାର ହୋଇପାରିଛନ୍ତି। ସଲମାନ ତାଙ୍କର ଫିଲ୍ମ ‘ଟାଇଗର’ ପାଇଁ ୧୦୦ କୋଟି ଟଙ୍କା ଫି’ ନେଇଛନ୍ତି। ସେ ଗତ କିଛି ବର୍ଷ ଧରି ରିୟାଲିଟି ଶୋ’ ବିଗ୍‌ ବସ୍‌ର ହୋଷ୍ଟ କରୁଛନ୍ତି। ଗୋଟିଏ ଏପିସୋଡ୍‌ ପାଇଁ ୧୨ କୋଟି ଟଙ୍କା ନିଅନ୍ତି।

Inside Salman Khan's luxurious lifestyle in Mumbai

ସଲମାନଙ୍କ ବାର୍ଷିକ ରୋଜଗାର ହେଉଛି ୨୦୦ କୋଟି ଟଙ୍କା । ତାଙ୍କର ମୋଟ୍‌ ସମ୍ପତ୍ତି ମୂଲ୍ୟ ୨୮୫୦ କୋଟି ଟଙ୍କା ବୋଲି କୁହାଯାଉଛି। ଯଦି ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ବ୍ରାଣ୍ଡକୁ ସମର୍ଥନ କରନ୍ତି, ତେବେ ସେ କେବଳ ଗୋଟିଏ ପୋଷ୍ଟ ଶେୟାର କରିବା ପାଇଁ ୫୦ ଲକ୍ଷ ଟଙ୍କା ଶୁଳ୍କ ଆଦାୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri