ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା ବେଶ ଲମ୍ବା। ଏଥିଲାଗି ତାଙ୍କର ଟିକିଏ ଝଲକ ପାଇବାକୁ ସେ ରହୁଥିବା ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଭିଡ ଜମେ। ଅଭିନେତା ମଧ୍ୟ ଅନେକ ସମୟରେ ଘରର ବାଲକୋନୀକୁ ଆସି ପ୍ରଶଂସକଙ୍କୁ ହାତ ହଲାଇ ଅଭିବାଦନ କରନ୍ତି। ହେଲେ ଏପ୍ରିଲ ୧୪ରେ ଘର ଉପରେ ହୋଇଥିବା ଗୁଳିମାଡ଼ ଘଟଣା ଅନେକଙ୍କୁ ଚମକାଇଥିଲା। ଏବେ ପୋଲିସ ମାମଲାର ତଦନ୍ତ କରୁଥିବା ବେଳେ ସଲମାନ ସୁରକ୍ଷା ଦୃଷ୍ଟିରୁ ଘର ଛାଡ଼ି ଅନ୍ୟତ୍ର ରହିବେ ବୋଲି ଶୁଣିବାକୁ ମିଳୁଥିଲା। ଏହାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି।
ଭାଇ ଅରବାଜ୍‌ ଏକ ସାକ୍ଷାତକାରରେ ସଲମାନଙ୍କୁ ନେଇ ଅନେକ କିଛି କହିଛନ୍ତି। ଘର ବଦଳାଇବା ସମସ୍ୟାର ସମାଧାନ ନୁହେଁ। ଯଦି ଏପରି ହୋଇଥାନ୍ତା ସେ ଲୋକମାନେ ପୂର୍ବରୁ ତାହା କରିପାରିଥାନ୍ତେ। ବାପା ସଲିମ ଦୀର୍ଘ ବର୍ଷ ଧରି ସେଠାରେ ଅଛନ୍ତି। ସଲମାନ ବି ସେଠାରେ ରହି ଆସିଛନ୍ତି। ସେ ତାଙ୍କ ଘର। ଏମିତିରେ କେବଳ ସାବଧାନତାର ସହ ରହି ହେବ। ସରକାରଙ୍କ ପକ୍ଷରୁ ସୁରକ୍ଷା ଯୋଗାଇ ଦିଆଯାଉଛି। ଏଣୁ ପୂର୍ବ ଭଳି ରହିବାକୁ ଚେଷ୍ଟା କରିବାକୁ ହେବ। କାରଣ ଡରି ଡରି ରହିଲେ କ’ଣ ହେବ। ଘରୁ ବାହାରକୁ ବାହାରି ହେବ ନାହିଁ ବୋଲି ଅରବାଜ କହିଛନ୍ତି। ଅରବାଜଙ୍କ କଥାରୁ ସଲମାନ ଘର ଛାଡ଼ିବେ ନାହିଁ ବୋଲି ସ୍ପଷ୍ଟ ହୋଇଛି।
ଅଭିନୟ ଦେଖିଲେ ସଲମାନ ୨୦୨୩ ଶେଷ ଆଡ଼କୁ ରିଲିଜ ହୋଇଥିବା ଫିଲ୍ମ ‘ଟାଇଗର ୩’ରେ ନଜର ଆସିଥିଲେ। ଆଗାମୀ ଦିନରେ ତାଙ୍କ ଚଳଚ୍ଚିତ୍ର ‘ସିକନ୍ଦର’ ରିଲିଜ ହେବ। ୨୦୨୫ ଇଦ୍‌ରେ ଏହା ପରଦାକୁ ଆସିବ। ମେ’ରୁ ଫିଲ୍ମର ଶୁଟିଂ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?