ସଲମାନଙ୍କ ଭିଣୋଇ ଆୟୁଷ ଶର୍ମାଙ୍କ କାର ଦୁର୍ଘଟଣା

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାଁଙ୍କ ଭିଣୋଇ ଆୟୁଷ ଶର୍ମାଙ୍କୁ ନେଇ ଏକ ବଡ ଖବର ଆସିଛି। ତାଙ୍କ କାର ମୁମ୍ବାଇରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି କିନ୍ତୁ ଘଟଣା ସମୟରେ ସେ କାର ଭିତରେ ନ ଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ, ଦୁର୍ଘଟଣା ସମୟରେ କାରରେ କେବଳ ଆୟୁଷ ଶର୍ମାଙ୍କ ଡ୍ରାଇଭର ଉପସ୍ଥିତ ଥିଲେ। ସେ ଏହି କାର ସହିତ ମୁମ୍ବାଇର ଏକ ଗ୍ୟାସ ଷ୍ଟେଶନ ଆଡ଼କୁ ଯାଉଥିବାବେଳେ ଏକ ବାଇକ ଡ୍ରାଇଭର ଆୟୁଷ ଶର୍ମାଙ୍କ କାର ସହିତ ଧକ୍କା ହୋଇଥିଲା। ଆହତ ହୋଇଥିବା ବିଷୟରେ କୌଣସି ସୂଚନା ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ। ଏହି କାର ଦୁର୍ଘଟଣା ସମ୍ପର୍କରେ ଆୟୁଷ ଶର୍ମା କିମ୍ବା ସଲମାନ ଖାଁଙ୍କଠାରୁ କୌଣସି ବୟାନ ଆସିନାହିଁ।
ଆୟୁଷ ଶର୍ମା ମଧ୍ୟ ସଲମାନ ଖାନଙ୍କ ପରି ବଲିଉଡରେ ନିଜର ପରିଚୟ ସୃଷ୍ଟି କରିବାକୁ ଚାହୁଁଛନ୍ତି। ସେ ୨୦୧୮ରେ ଚଳଚ୍ଚିତ୍ର ‘ଲଭରାତ୍ରୀ’ ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଏହି ମୁଭିଟି ସଲମାନ ଖାଁ ତାଙ୍କ ବ୍ୟାନରରେ ପ୍ରସ୍ତୁତ କରିଥିଲେ। ତେବେ ଏହି ସିନେମା ଆୟ ଦୃଷ୍ଟିରୁ ବକ୍ସ ଅଫିସରେ ଅଧିକ କିଛି କରିପାରି ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri