ପିଲାଦିନ ଫଟୋରେ ଏମିତି ଦିଶୁଛନ୍ତି ସଲମାନଙ୍କ ହିରୋଇନ୍‌

ବଲିଉଡର ଅନେକ ଷ୍ଟାର ପ୍ରାୟତଃ ସେମାନଙ୍କର ପିଲାଦିନର ଫଟୋ ଶେୟାର କରନ୍ତି। ସେ ଏହି ଫଟୋଗୁଡ଼ିକରେ ବହୁତ ସୁନ୍ଦର ଦେଖାଯାନ୍ତି। ଏଥିରେ ସେମାନଙ୍କୁ ଚିହ୍ନିବା ସହଜ ହୋଇ ନ ଥାଏ। କାରଣ ଅନେକଙ୍କ ପିଲାଦିନ ଫଟୋରେ ସମ୍ପୂର୍ଣ୍ଣ ଭିନ୍ନ ଚେହେରା ଥାଏ । ବର୍ତ୍ତମାନ ଜଣେ ପ୍ରସିଦ୍ଧ ଅଭିନେତ୍ରୀ ତାଙ୍କ ପିଲାଦିନର ଫଟୋ ଶେୟାର କରିଛନ୍ତି ଯେଉଁଥିରେ ସେ ଠିକ୍‌ ଏକ କଣ୍ଢେଇ ପରି ଦେଖାଯାଉଛନ୍ତି।

ପିଲାଦିନର ଫଟୋ ଶେୟାର କରିଥିବା ଏହି ଅଭିନେତ୍ରୀ ଜଣଙ୍କ ହେଉଛନ୍ତି। ଜ୍ୟାକଲିନ ଫର୍ଣ୍ଣାଣ୍ଡିସ । ସେ ତାଙ୍କ ଫିଲ୍ମ ଏବଂ ଅଭିନୟ ତଥା ସୋସିଆଲ ମିଡିଆ ପୋଷ୍ଟ ଯୋଗୁ ପ୍ରାୟ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ପିଲାଦିନ ପାସପୋର୍ଟ ସାଇଜ୍‌ର ଏକ ଫଟୋ ଶେୟାର କରି ସେ କ୍ୟାପଶନରେ ଲେଖିଛନ୍ତି – ‘ଏହା ହେଉଛି ୱିକେଣ୍ଡ’। ତାଙ୍କର ଏହି ଫଟୋକୁ ଅନେକ ପସନ୍ଦ କରିଥିବାବେଳେ ବଲିଉଡ ଷ୍ଟାର୍‌ମାନେ ମଧ୍ୟ କମେଣ୍ଟ କରିଛନ୍ତି।

ତାଙ୍କର ଆଗାମୀ ଫିଲ୍ମ ହେଉଛି ‘କିକ୍‌ ୨’। ତାଙ୍କୁ ପୁଣି ସଲମାନ ଖାନଙ୍କ ସହ ଦେଖିବାକୁ ମିଳିବ। ଏହି ଯୋଡ଼ି ୨୦୧୪ରେ ଆକ୍ସନ ହିଟ୍‌ ଫିଲ୍ମ ‘କିକ୍‌’ରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri