ଦୀପାବଳିରେ ସଲମାନଙ୍କ ‘ଟାଇଗର ୩’

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଟାଇଗର-୩’ ପାଇଁ ଦର୍ଶକମାନେ ଅପେକ୍ଷା କରି ବସିଛନ୍ତି। ତେବେ ଏହି ସିନେମା ଚଳିତବର୍ଷ ଦୀପାବଳିରେ ମୁକ୍ତିଲାଭ କରିବ ବୋଲି ଜଣାପଡ଼ିଛି। ଏଥିସହ ଏହି ମୁଭିର ପ୍ରଥମ ପୋଷ୍ଟର ସାମ୍ନାକୁ ଆସିଛି। ଏନେଇ ଅଭିନେତା ସଲମାନ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ପୋଷ୍ଟ ମାଧ୍ୟମରେ ଶେୟାର କରିଛନ୍ତି। ଆଉ କ୍ୟାପ୍‌ଶନରେ ଲେଖିଛନ୍ତି, ମୁଁ ଆସୁଛି। ମନୀଷ୍‌ ଶର୍ମାଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର ହିନ୍ଦୀ, ତାମିଲ ଏବଂ ତେଲୁଗୁ ଭାଷାରେ ରିଲିଜ୍‌ ହେବ। ଆସନ୍ତା ନଭେମ୍ବର ୧୦ ଫିଲ୍ମର ରିଲିଜ୍‌ ତାରିଖ ଥିବାବେଳେ ଏହାକୁ ଦର୍ଶକେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଏହାର ପ୍ରଥମ ଭାଗ ‘ଏକ୍‌ ଥା ଟାଇଗର’ ୨୦୧୨ରେ, ଦ୍ୱିତୀୟ ଭାଗ ‘ଟାଇଗର ଜିନ୍ଦା ହେ’ ୨୦୧୭ରେ ରିଲିଜ୍‌ ହୋଇଥିଲା। ଏଥିରେ ସଲମାନଙ୍କ ସହିତ ଶାହରୁଖ ଖାନ୍‌ଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଏହା ବ୍ୟତୀତ ଚଳଚ୍ଚିତ୍ରରେ କ୍ୟାଟ୍ରିନା କୈଫ, ଇମ୍ରାନ୍‌ ହାସ୍ମି, ରିଦ୍ଧି ଦୋର୍ଗା, ବିଶାଳ ଜେଠ୍‌ୱା, ଅଭିନୟ ରାଜ ସିଂ ଭିନ୍ନ ଭିନ୍ନ ଭୂମିକାରେ ନଜରକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri