ପ୍ରଥମଦିନରୁ ହିଁ ରେକର୍ଡ କରିବ ସଲମାନଙ୍କ ‘ଟାଇଗର-୩’

ମୁମ୍ବାଇ: ସଲମାନ ଖାନ୍‌ ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ଫିଲ୍ମ ‘ଟାଇଗର-୩’ ରିଲିଜ ହେବାକୁ ଆଉ ମାତ୍ର ଦୁଇ ଦିନ ବାକି ଅଛି। ଏହା ପ୍ରଶଂସକମାନଙ୍କ ହୃଦସ୍ପନ୍ଦନ ବଢ଼ାଇ ଦେଉଛି।

ବିଶେଷକ ବ୍ୟବସାୟ ପ୍ରତି ଆଗ୍ରହୀମାନେ ମଧ୍ୟ ରିଲିଜ ଅପେକ୍ଷାରେ ରହିଛନ୍ତି। ଏଥିରୁ ବୁଝାପଡୁଛି ଯେ, ଏହି ଫିଲ୍ମ କେବଳ ବକ୍ସ ଅଫିସରେ ନୂଆ ରୋଜଗାରର ରେକର୍ଡ ସୃଷ୍ଟି କରିବ ନାହିଁ ବରଂ ସଲମାନଙ୍କ କ୍ୟାରିୟରରେ ଚାଲିଥିବା ଡ୍ରାଏ ରନ୍‌ର ମଧ୍ୟ ଅନ୍ତ ଘଟାଇବ। ଅର୍ଥାତ୍‌ ଏହି ଫିଲ୍ମ ଭଲ ରୋଜଗାର କରିବ। ଯାହାକି ସଲମାନ ତାଙ୍କ ପୂର୍ବ ଫିଲ୍ମରେ କରି ନ ଥିବେ।

ତେଣୁ ସମସ୍ତଙ୍କ ନଜର ‘ଟାଇଗର-୩’ ରିଲିଜ ଉପରେ ରହିଛି। ଅତୀତରେ ସଲମାନ ଯେଉଁଭଳି ଭାବରେ ରେକର୍ଡ ସୃଷ୍ଟି କରିଛନ୍ତି, ଏଥିରୁ ବିଶ୍ୱାସ କରାଯାଏ ‘ଟାଇଗର-୩’ ବି ପ୍ରଥମ ଦିନରେ ହିଁ ହଇଚଇ ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ସରକାରଙ୍କୁ CJPର ଚେତାବନୀ: ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବନ୍ଦ କର, ନଚେତ୍ ପୁଣି…

ନୂଆଦିଲ୍ଲୀ, ୨୭।୭: ଜନ୍ତର ମନ୍ତରରେ ସିଜେପିର ଧାରଣା ଶେଷ ହୋଇଥିଲେ ମଧ୍ୟ ପୁଣିଥରେ ଆନ୍ଦୋଳନକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri