ସଲ୍ଟ ରୋଡ୍‌ ଅବରୋଧ

ବାଲେଶ୍ୱର ଅଫିସ,୧୮।୧: ବାଲେଶ୍ୱର ଜିଲା ସଦର ବ୍ଲକ ରସାଳପୁର ପଞ୍ଚାୟତର ନୂତନ ରେଶନ ସାମଗ୍ରୀ ବଣ୍ଟନ ଅନୁମତି ପାଇଥିବା ଏସଏଚ୍‌ଜିକୁ ବିରୋଧ କରି ସଲ୍ଟ ରୋଡ୍‌ ଅବରୋଧ କରାଯାଇଛି । ଅଭିଯୋଗକାରୀମାନେ ହନୁମାନ ଏସ୍‌ଏଚ୍‌ଜିକୁ କୌଣସି କାରଣ ନ ଥାଇ ପରିବର୍ତ୍ତନ କରିବା ରାଜନୈତିକ ହୀନ ଉଦ୍ଦେଶ୍ୟ ବୋଲି ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ନୂତନ ଭାବରେ ରେଶନ ସାମଗ୍ରୀ ବଣ୍ଟନ ଅନୁମତି ପାଇଥିବା ଏସ୍‌ଏଚ୍‌ଜି ପୂର୍ବରୁ ଲୋକମାନଙ୍କୁ ରାଶନ ସାମଗ୍ରୀ ସମୟସୀମା ଭିତରେ ନ ଦେବା ସହିତ ଚଞ୍ଚକତା କରି ହଡ଼ପ କରିବା ଭଳି ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳା କାଟି ହତ୍ୟା

ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେସନ ୪ନଂ ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢେ ୯ଟାବେଳେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି।...

ଛତା ମରାମତି କରିବାକୁ ଯାଇ ଫେରିଲେନି ଲୋଚନ

ନୂଆପଡ଼ା ଅଫିସ,୨୬।୭: ନୂଆପଡ଼ା ଜିଲା ସିନାପାଲି ଥାନା ଅନ୍ତର୍ଗତ ଚଲନା ଗାଁ ଶିବ ମନ୍ଦିର ନିକଟ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ...

ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା: ୨ ବଳଦ ଜୀବନ୍ତ ଦଗ୍ଧ

ଖୋର୍ଦ୍ଧା ଅଫିସ,୨୨।୫: ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ସାଗରଗାଁ ପଞ୍ଚାୟତ ନୂଆସାହି ଗ୍ରାମର ଦାଶରଥୀ ଦଳେଇଙ୍କ ଘରେ ଶୁକ୍ରାବର ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯିବା...

ହୋମ୍‌ଓ୍ବାର୍କ କରି ନ ଥିବାରୁ ଦଣ୍ଡ:ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ବନ୍ଦକରି ପଳାଇଲେ ଶିକ୍ଷୟିତ୍ରୀ

ଜୟପୁର,୧୧।୯(ଡି.ଏନ୍‌.ଏ.):ହୋମଓ୍ବାର୍କ କରି ନ ଥିବାରୁ ଷ୍ଟାଣ୍ଡାର୍ଡ଼ ଓ୍ବାନ୍‌ର ଜଣେ କୋମଳମତି ଛାତ୍ରଙ୍କୁ ଶ୍ରେଣୀକକ୍ଷରେ ଲାଇଟ୍‌ ଓ ଫ୍ୟାନ୍‌ ଅଫ୍‌କରି କବାଟ ଦେଇ ପଳାଇଛନ୍ତି ଶିକ୍ଷୟିତ୍ରୀ। ଛାତ୍ର...

ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ସ୍ବତନ୍ତ୍ର ବୈଠକ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲାପାଳ...

‘ଫନୀ’ ବିପନ୍ନଙ୍କୁ ଗୋଟିଏ ଦିନର ଦରମା ଦେଲେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କର୍ମଚାରୀ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି....

କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ

ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ...

ପୋଲିସରେ ବଡ଼ ଧରଣର ବଦଳି: ୨୬ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ

ବରଗଡ ଅଫିସ,୧୧।୫- ବରଗଡ ଜିଲା ପୋଲିସରେ ବଡ଼ ଧରଣର ବଦଳି ହୋଇଛି। ଜିଲାରେ କାର୍ଯ୍ୟରତ ୨୬ଜଣ ପୋଲିସ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ...

Advertisement


Archives

Model This Week