ସାଲୁଜା ପରିବାର ଦାଦାଗିରି ଦେଖାଉଛନ୍ତି: ବିଜେଡି

ବଲାଙ୍ଗୀର ଅଫିସ, ୩ା୨:କଣ୍ଟାବାଞ୍ଜି-ବେଲପଡ଼ା ରାସ୍ତାରେ ଥିବା ଆଲିସାନ୍‌ ସିନେମା ହଲ୍‌ରେ କଣ୍ଟାବାଞ୍ଜି ବିଧାୟକଙ୍କ ପୁଅ ଅମିତ ସିଂ ଓରଫ୍‌ ସେଜି ସିଂ ସାଲୁଜାଙ୍କ ଧମକଚମକ ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଛି। ବିଜେଡି ଜିଲା ଉପସଭାପତି ଉମାକାନ୍ତ ସାହୁ, ରାଜ୍ୟ ସାଧାରଣ ସମ୍ପାଦକ ଉଦ୍ଧବ ବେହେରା ଏବଂ ବିଜେଡି ନେତା ରୂପେଶ ବେହେରା ସ୍ଥାନୀୟ ସାମ୍ବାଦିକ ଭବନକୁ ଆସି କଣ୍ଟାବାଞ୍ଜି ବିଧାୟକ, ତାଙ୍କ ପୁଅ ସେଜି ସିଂ ଏବଂ କଣ୍ଟାବାଞ୍ଜି ଏନ୍‌ଏସି ନଗରପାଳ ବରିୟମ ସିଂ ସାଲୁଜାଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ କରିଥିଲେ। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ସାଲୁଜା ପରିବାର ଦାଦାଗିରି ଦେଖାଉଥିବା, ବଟି ଆଦାୟ କରୁଥିବା ଅଭିଯୋଗ କରିଥିଲେ। ରାଜ୍ୟର ଅନ୍ୟ ଅଞ୍ଚଳରେ କୌଣସି ଘଟଣା ଘଟିଲେ ପ୍ରତିକ୍ରିୟା ରଖୁଥିତ୍ବା ବିଧାୟକ ସାଲୁଜା ନିଜ ପୁଅ ଘଟାଇଥିତ୍ବା ଅଘଟଣ, ମାରପିଟ ଓ ବଟି ଆଦାୟରେ କ’ଣ କହିବେ ବୋଲି ସେମାନେ ପ୍ରଶ୍ନ କରିଥିଲେ। କଣ୍ଟାବାଞ୍ଜିରେ ଶାନ୍ତି ପ୍ରତିଷ୍ଠା କରିବା ପାଇଁ ଜନସାଧାରଣ ତାଙ୍କୁ ଉଚିତ ଜବାବ ଦେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ତୀର୍ଥଯାତ୍ରାରୁ ଫେରିବା ବାଟରେ ହୃଦ୍‌ଘାତ, ଚାଲିଗଲା ବିଭୂତିଙ୍କ ଜୀବନ

କୋକସରା,୧୧।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ କେନ୍ଦୁଗୁଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ଗ୍ରାମର ବିଭୂତି ଭୂଷଣ ପଣ୍ଡା(୬୦) ବଦ୍ରୀନାଥ ତୀର୍ଥଯାତ୍ରା…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?