ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ ରାଜସ୍ବ ବଙ୍ଗଳାଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉତ୍କଳ ଆଲୁମିନା ୟୁନିଟ ହେଡ଼ ରବି ନାରାୟଣ ମିଶ୍ର ମୁଖ୍ୟ ଅତିଥି ଏବଂ ସମାଜସେବୀ ହର ପ୍ରସାଦ ନାୟକ,ଅମର ଖୋସଲା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସପ୍ତେଶ୍ୱର ଏବଂ ତାଙ୍କ ମାଆ ସୁଦର୍ଶନୀ ନାଏକଙ୍କୁ ଫୁଲତୋଡ଼ା, ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଓପିଏସଇଭଳି ସମ୍ମାନ ଜନକ ପରୀକ୍ଷାରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଥିବା ସପ୍ତେଶରଙ୍କ ଉତ୍ତରତ୍ତୋର ଉନ୍ନତି କାମନା କରାଯାଇଥିଲା। ଏହି ସଫଳତା ପାଇଁ ମାତାପିତା, ଗୁରୁଜନ ଏବଂ ଶୁଭେଚ୍ଛୁଙ୍କୁ ଶ୍ରେୟ ଦେବା ସହିତ ପ୍ରତିଯୋଗୀମାନେ କଠିନ ପରିଶ୍ରମ କରି ଲକ୍ଷ୍ୟପକ୍ଷରେ ଅଗ୍ରସର ହେବାକୁ ସପ୍ତେଶ୍ୱର ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମକୁ ମହେନ୍ଦ୍ର କୁମାର ସ୍ବାଇଁ, କ୍ଷମା ସାଗର ନାଏକ, ଡମ୍ବୁରୁଧର ବେହେରା, ହୃଷିକେଶ ସାହୁ, ଉପେନ୍ଦ୍ର ନାଏକ, ଆକାଶ ନାଏକ, ବିକାଶ ଦୁରିଆ, ରତ୍ନାକର ନାଏକ ପ୍ରମୁଖ ସାମ୍ବାଦିକ ପରିଚାଳନା କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri