ଓପନ ଏଆଇକୁ ଫେରିଲେ ସାମ୍‌ ଅଲଟମ୍ୟାନ, କମ୍ପାନୀ ପକ୍ଷରୁ ସୂଚନା

ଓ୍ବାଶିଂଟନ୍‌,୨୨।୧୧: ବହିଷ୍କାର ହେବାର ସପ୍ତାହେ ନ ପୁରୁଣୁ ପୁଣି ଥରେ କମ୍ପାନୀକୁ ଫେରିଛନ୍ତି ଓପନଏଆଇର ସିଇଓ ସାମ୍‌ ଅଲଟମ୍ୟାନ। ଏନେଇ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।
ସାମ୍‌ ସିଇଓ ଓ ଗ୍ରେଗ୍‌ ବ୍ରାକମ୍ୟାନ ପ୍ରେସିଡେର୍ଟ ଭାବେ ପୁରି ଥରେ କମ୍ପାନୀକୁ ଫେରୁଛନ୍ତି। ଏଥିପାଇଁ ଏକ ନୂଆ ବୋର୍ଡ ଗଠନ କରାଯାଇଛି।
ସୂଚନାଯୋଗ୍ୟ, ଅଓପଏଆଇ ଛାଡିବା ପରେ ସାମ୍‌ ମାଇକ୍ରୋସଫ୍ଟରେ ଯୋଗ ଦେବା ନେଇ କୁହାଯାଉଥିଲା। ଏପରିକି ସତ୍ୟା ନାଡେଲା ଏସମ୍ପର୍କରେ ଟ୍ବିଟ୍‌ କରିଥିଲେ। ଏହାପରେ ସାମ୍‌ ପୁଣିଫେରିବା ନେଇ ସତ୍ୟା ନାଡେଲାଙ୍କ ହାତ ଥିବା କୁହାଯାଉଛି। ତେବେ ସାମ୍‌ ଏ ବିଷୟରେ ମଧ୍ୟ ନିଜ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ସୂଚନା ଦେଇଛନ୍ତି। ସେ ସତ୍ୟାଙ୍କ ଯୋଗୁ ପୁଣି ଫେରୁଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri