Posted inଖେଳ

ସାମ କୁରାନଙ୍କ କୋଭିଡ୍‌-୧୯ ଟେଷ୍ଟ

ସାଉଥାମ୍ପଟନ,୩।୭(ପି.ଟି.): ଇଂଲଣ୍ଡ ଅଲରାଉଣ୍ଡର ସାମ୍‌ କୁରାନଙ୍କର କୋଭିଡ୍‌-୧୯ ଟେଷ୍ଟ କରାଯାଇଛି। ଅସୁସ୍ଥ ଅନୁଭବ କରିବା ପରେ ତାଙ୍କର ଏହି ଟେଷ୍ଟ କରାଯାଇଛଇ ବୋଲି କୁହାଯାଇଛି। ସେ ଇଣ୍ଟ୍ରା- ସ୍କାଡ୍‌ ଓ୍ବାର୍ମ- ଅପ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବେ ନାହିଁ। ଗୁରୁବାର ସେ ତାଙ୍କ ନମୁନା ପ୍ରଦାନ କରିଥିଲେ। ଅଗେସ୍‌ ବାଉଲ୍‌ସ୍ଥିତ ନିଜ ହୋଟେଲ ରୁମ୍‌ରେ ସେ ସେଲ୍ଫ ଆସୋଲେଶନରେ ରହିଛନ୍ତି। ଏବେ ସେ ଆଉ କୌଣସି ଅଭ୍ୟାସ ମ୍ୟାଚ୍‌ରେ ଖେଳିବେ ନାହିଁ ବୋଳି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ସୂଚନା ଦେଇଛି। ଡାକ୍ତରଙ୍କୁ ନେଇ ଏକ ଟିମ୍‌ ତାଙ୍କ ଦେଖାଶୁଣା କରୁଛନ୍ତି।
ଇଂଲଣ୍ଡର ପ୍ରଥମ ଇଣ୍ଟ୍ରା- ସ୍କାଡ୍‌ ଓ୍ବାର୍ମ- ଅପ୍‌ ମ୍ୟାଚ୍‌ରେ କୁରାନ ଅପରାଜିତ ୧୫ ରନ ସ୍କୋର କରିଥିଲେ। ଜୁଲାଇ ୮ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟର ପ୍ରସ୍ତୁତି ତଥା ଅଭ୍ୟାସ ପାଇଁ ଓ୍ବାର୍ମ ମ୍ୟାଚ୍‌ ଖେଳାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?