ସେମ ହେମ୍ବ୍ରମନୂତନ ଜିଲା କଂଗ୍ରେସ ସଭାପତି ନିଯୁକ୍ତ

ଦେବଗଡ,୧୦।୬: ଦେବଗଡ ଜିଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ପୂର୍ବତନ ଜିଲା କଂଗ୍ରେସ ସଭାପତି ସେମ ହେମ୍ବ୍ରମ ନିଯୁକ୍ତ ହୋଇଛନ୍ତି । ପ୍ରଦେଶ କଂଗ୍ରେସ କମିଟିର ପ୍ରସ୍ତାବ କ୍ରମେ ଅଖିଳ ଭାରତୀୟ କଂଗ୍ରେସ କମିଟି ହେମ୍ବ୍ରମଙ୍କୁ ଦେବଗଡ ଜିଲା କଂଗ୍ରେସ ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଥିବା ଜଣାପଡିଛି। ସୂଚନା ଯୋଗ୍ୟ , ହେମ୍ବ୍ରମ ପୂର୍ବରୁ ପ୍ରଦେଶ କଂଗ୍ରେସ ସମ୍ପାଦକ ଭାବେ ମଧ୍ୟ ସୁଚାରୁରୂପେ କାର୍ଯ୍ୟ ତୁଲାଇ ସାରିଛନ୍ତି । ଜିଲା କଂଗ୍ରେସ କମିଟୀର ନୂତନ ସଭାପତି ପଦ ମିଳିବା ପରେ ଜିଲା କଂଗ୍ରେସର ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ବଖାଣିଲେ ମାନୁଷୀ ଛିଲ୍ଲର: ମୋତେ ବି ୨ଥର….

ନିଟ୍‌ ପେପର ଲିକ ପ୍ରସଙ୍ଗ ବିରୋଧରେ ଚାଲିଥିବା ଛାତ୍ର ପ୍ରତିବାଦକୁ ଅଭିନେତ୍ରୀ ମାନୁଷୀ ଛିଲ୍ଲର ମଧ୍ୟ ସମର୍ଥନ କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏ ବିଷୟରେ…

ଗୀତାଞ୍ଜଳୀଙ୍କୁ କେମିତି ଭେଟିଥିଲେ ସୋନମ ଓ଼୍ବାଙ୍ଗଚୁକ୍‌, ଜାଣନ୍ତୁ ତାଙ୍କର ଲଭ୍‌ଷ୍ଟୋରୀ…

ନୂଆଦିଲ୍ଲୀ,୨୪ା୭: କ୍ଲାଇମେଟ୍ ଆକ୍ଟିଭିଷ୍ଟ ସୋନମ୍ ୱାଙ୍ଗଚୁକ୍ ଏବଂ ତାଙ୍କ ପତ୍ନୀ, ଶିକ୍ଷାବିତ୍ ସୋସିଆଲ୍ ଏଣ୍ଟରପ୍ରେନ୍ୟୋର୍ ଗୀତାଞ୍ଜଳି ଜେ. ଆଙ୍ଗମୋଙ୍କ ପ୍ରେମ କାହାଣୀ। brut ଅନୁଯାୟୀ, ସେମାନଙ୍କର ପ୍ରଥମ…

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଆଉ ଧର୍ମେନ୍ଦ୍ରଙ୍କ ଇସ୍ତଫା ମାଗିବନି CJP? ଅଭିଜିତ କଲେ ଚମକାଇଲା ଭଳି ଖୁଲାସା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍‌କୁ ନେଇ ଚାଲିଥିବା ବିବାଦ ମଧ୍ୟରେ CJP (କକରୋଚ ଜନତା ପାର୍ଟି) ନିଜର ଧାରଣା-ପ୍ରଦର୍ଶନ ଶେଷ କରିବ କି ନାହିଁ, ସେ ନେଇ…

ରାଜ୍ୟ ସଭାରେ ‘ବନ୍ଦେ ମାତରମ’ ବିଲ୍ ଆଗତ କଲେ ସରକାର, ଜାତୀୟ ସଙ୍ଗୀତକୁ ଅପମାନ କଲେ…

ନୂଆଦିଲ୍ଲୀ,୨୪ା୭: ଗୃହରେ ହଟ୍ଟଗୋଳ ପରେ, ରାଜ୍ୟ ସଭାର କାର୍ଯ୍ୟ ଅପରାହ୍ନ ୨ଟାରେ ପୁଣି ଆରମ୍ଭ ହୋଇଥିଲା। ଏହାପରେ ‘ବନ୍ଦେ ମାତରମ୍’ର ସମ୍ମାନ ସମ୍ପର୍କରେ ସଂସଦର ଉଚ୍ଚ ସଦନ…

NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର, ପୁରୁଷବନ୍ଧୁଙ୍କୁ ବନ୍ଧୁଙ୍କୁ ମାଡ଼ ମାରି ବୁଦାରେ ଫିଙ୍ଗିଦେଲେ

ନୂଆଦିଲ୍ଲୀ,୨୪ା୭: ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶ ସୀମାନ୍ତରେ ଅବସ୍ଥିତ ଏକ ପବିତ୍ର ସହର ଚିତ୍ରକୂଟର ଦେବାଙ୍ଗନା ଉପତ୍ୟକା ଅଞ୍ଚଳରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ମଧ୍ୟପ୍ରଦେଶର ସତନାର…

ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍‌ପି

ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri