Posted inଜାତୀୟ

ବିବାଦ ପରେ କଂଗ୍ରେସ ବିଦେଶ ମୁଖ୍ୟ ପଦରୁ ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ନୂଆଦିଲ୍ଲୀ,୮ା୫: କଂଗ୍ରେସ ନେତା ସାମ୍ ପିଟ୍ରୋଡା ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ଦଳ ମଧ୍ୟ ତାଙ୍କର ଏହି ଇସ୍ତଫା ଗ୍ରହଣ କରିଛି।ଏହି ସୂଚନା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମ ଏକ୍ସ’ରେ ଦେଇଛନ୍ତି।

ଏଥିରେ ସେ ଲେଖିଛନ୍ତି, ସାମ୍ ପିଟ୍ରୋଡା ନିଜ ଇଛାରେ ଭାରତୀୟ କଂଗ୍ରେସର ବିଦେଶ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ଅଧ୍ୟକ୍ଷ ତାଙ୍କର ଇସ୍ତଫାକୁ ଗ୍ରହଣ କରିଛନ୍ତି।

ତେବେ କଂଗ୍ରେସ ବିଦେଶ ଅଧ୍ୟକ୍ଷ ସାମ ପିଟ୍ରୋଡାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ସେ ଭାରତର ବିଭିନ୍ନ ଅଞ୍ଚଳରେ ବାସ କରୁଥିବା ଲୋକଙ୍କୁ ବିବାଦୀୟ ଭାବେ ତୁଳନା କରୁଛନ୍ତି। ଭିଡିଓରେ ପିଟ୍ରୋଡା ପୂର୍ବ ଭାରତର ଲୋକଙ୍କୁ ଚାଇନିଜ୍ ଏବଂ ଦକ୍ଷିଣ ଭାରତର ଲୋକଙ୍କୁ ଆଫ୍ରିକୀୟ ଲୋକଙ୍କ ସହ ତୁଳନା କରୁଥିବା ଦେଖିବାକୁ ମିଳିଛି। ଏ ସମ୍ପର୍କରେ କଂଗ୍ରେସ ବ୍ୟାକଫୁଟରେ ଅଛି। ତେବେ ଦଳ ପିଟ୍ରୋଡାଙ୍କ ଏହି ବିବୃତ୍ତିରୁ ନିଜକୁ ଦୂରେଇ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?