Posted inଜାତୀୟ

ଆଜମ ଖାନଙ୍କ ଘରେ ଆୟକର ଚଢାଉ

ଲକ୍ଷ୍ନୌ,୧୩।୯: ପୂର୍ବତନ ମନ୍ତ୍ରୀ ତଥା ଏସପିର ବରିଷ୍ଠ ନେତା ଆଜମ ଖାନଙ୍କ ଘରେ ବୁଧବାର ଆୟକର ବିଭାଗ ଚଢାଉ କରିଛି। ଜୌହର ଟ୍ରଷ୍ଟରେ ହୋଇଥିବା ଅନିୟମିତତା ପାଇଁ ଆଜମ ଖାନଙ୍କ ରାମପୁର, ମେରଠ, ଗାଜିଆବାଦ, ସହାରନପୁର, ସୀତାପୁର ଏବଂ ଲକ୍ଷ୍ନୌରେ ସକାଳୁ ଯାଞ୍ଚ କରାଯାଉଛି।

ସୂଚନାଯୋଗ୍ୟ, ଛଅ ମାସ ପୂର୍ବେ ଆୟକର ବିଭାଗ ପୂର୍ବତନ ମନ୍ତ୍ରୀ ଆଜମ ଖାନ, ତାଙ୍କ ପତ୍ନୀ ଜଞ୍ଜିନ ଫତିମା ଏବଂ ପୁଅ ଅବଦୁଲ୍ଲା ଆଜମଙ୍କ ଆୟକର ଆଫିଡେଭିଟ୍‌ ପୁଣିଥରେ ଯାଞ୍ଚ ଆରମ୍ଭ କରିଥିଲା। ବାସ୍ତବରେ ବିଧାନସଭା ନିର୍ବାଚନ ସମୟରେ ଆଜମ ଖାନ ଏବଂ ତାଙ୍କ ପୁଅ ଅବଦୁଲ୍ଲା ଆଜମଙ୍କ ଦ୍ୱାରା ଦାଖଲ ହୋଇଥିବା ଆୟକର ଆଫିଡେଭିଟ୍‌ରେ ଅନେକ ଅନିୟମିତତା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri