Posted inଜାତୀୟ

ମଧ୍ୟପ୍ରଦେଶରେ କଂଗ୍ରେସକୁ ଚାଲୁ ପାର୍ଟି କହିଲେ ଅଖିଳେଶ ଯାଦବ, ‘ଆମକୁ ଧୋକା ଦେଇଛି.. ଆପଣଙ୍କୁ ମଧ୍ୟ..’

ମଧ୍ୟପ୍ରଦେଶ,୫/୧୧: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ମଧ୍ୟପ୍ରଦେଶ ଏକ ଜନସଭାକୁ ସମ୍ବୋଧିତ କରି କଂଗ୍ରେସ ଏବଂ ଭାଜପକୁ କରିଛନ୍ତି। ଅଖିଳେଶ ସିଧାସଳଖ ଲୋକମାନଙ୍କୁ ଅପିଲ କରିଛନ୍ତି କଂଗ୍ରେସକୁ ଭୋଟ୍ ନ ଦେବାକୁ। ସେ କହିଛନ୍ତି ‘କଂଗ୍ରେସ ଏକ ଚାଲୁ ପାର୍ଟି ଅଟେ। ଭୋଟ୍ ପାଇଁ କଂଗ୍ରେସ ଜାତିଗତ ଜନଗଣନା ଚାହୁଁଛି।

ସମାଜବାଦୀ ପାର୍ଟି ଯଦି ରାଜ୍ୟରେ କିଙ୍ଗ ମେକର ହୁଏ ତେବେ ସେ କାହାକୁ ସମର୍ଥନ କରି ସରକାର ଗଠନ କରିବେ ବୋଲି ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତ୍ତରରେ ଅଖିଳେଶ କହିଥିଲେ କି ‘କିଙ୍ଗ ମେକର ହେବା ଆବଶ୍ୟକ ନୁହେଁ, ରାଜ୍ୟରେ ୨୭ ପ୍ରତିଶତ ପଛୁଆ ବର୍ଗଙ୍କୁ ସରଂକ୍ଷଣ ଦେବା ତାଙ୍କ ଦଳର ପ୍ରାଥମିକତା ହେବ।

ଏହା ସହିତ ଅଖିଳେଶ ଲୋକଙ୍କୁ ପ୍ରଶ୍ନ କରିଥିଲେ ଯଦି ଆପଣମାନଙ୍କୁ ରାଶନ ନାଁରେ କିଛି ମିଳୁନାହିଁ, ଆପଣ କ’ଣ ଭାଜପାକୁ ଭୋଟ୍ ଦେବେ। ସେହିଭଳି କଂଗ୍ରେସକୁ ମଧ୍ୟ ଭୋଟ ଦିଅନ୍ତୁ ନାହିଁ। କଂଗ୍ରେସ ଆମକୁ ଧୋକା ଦେଇପରେ ତ ଆପଣଙ୍କୁ ମଧ୍ୟ ଧୋକା ଦେଇପାରେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri