Posted inଜାତୀୟ

ବଡ଼ ଖବର: ଉପନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଯୋଗୀ! ଏମିତି କହିଦେଲେ…

ଲକ୍ଷ୍ନୌ,୬।୧୧: ଉତ୍ତରପ୍ରଦେଶ ଉପନିର୍ବାଚନ ପରେ ୟୁପି ସିଏମ ଯୋଗୀ ଆଦିତ୍ୟନାଥ ଇସ୍ତଫା ଦେବା ନିଶ୍ଚିତ ବୋଲି ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କ ବିଧାୟକ ହାଜି ରାଫିକ ଅନସାରୀ ଦାବି କରିଛନ୍ତି। ଏସପି ବିଧାୟକଙ୍କ ଏହି ବିବୃତ୍ତି ପରେ ୟୁପିରେ ଆଲୋଚନା ତୀବ୍ର ହେବାରେ ଲାଗିଛି। ଅଖିଳେଶଙ୍କ ଏହି ବିଧାୟକ ନିର୍ବାଚନ ତାରିଖ ପରିବର୍ତ୍ତନ ନିଷ୍ପତ୍ତି ଉପରେ ମଧ୍ୟ ଭାଜପା ଉପରେ ଆକ୍ରମଣ କରିବାକୁ ପଛଘୁଞ୍ଚା ଦେଇ ନାହାଁନ୍ତି ଏବଂ ମୁଜାଫରନଗର ଦଙ୍ଗା ବିଷୟରେ ମଧ୍ୟ ଏକ ବଡ଼ କଥା କହିଛନ୍ତି।

ଲଗାତାର ଦ୍ୱିତୀୟ ଥର ପାଇଁ ମେରଠ ସହର ବିଧାନସଭା ଆସନରୁ ସମାଜବାଦୀ ପାର୍ଟିର ବିଧାୟକ ହାଜି ରଫିକ ଅନସାରୀ ଭୋଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ୟୁପିର ନଅଟି ବିଧାନସଭା ଆସନରେ ଆମେ ଉପନିର୍ବାଚନ ଜିତିବୁ, କିନ୍ତୁ ସେ ଯେଉଁ ଦ୍ୱିତୀୟ କଥା କହିଛନ୍ତି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ହାଜି ରାଫିକ ଅନସାରୀ କହିଛନ୍ତି , ଭାଜପା ନିର୍ବାଚନରେ ଜିତୁ କିମ୍ବା ହାରୁ ହେଲେ ଯୋଗୀ ଆଦିତ୍ୟନାଥ ହଟିବା ନିଶ୍ଚିତ। ଆମେ ନିର୍ବାଚନରେ ଜିତିବୁ ଏବଂ ଯୋଗୀ ଇସ୍ତଫା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri