Posted inଜାତୀୟ

ମଣିପୁର ଘଟଣା ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା ହେଉଛି, କିନ୍ତୁ ଆମ ଦେଶରେ ନ ହେବା ଲଜ୍ଜାଜନକ: ଜୟା ବଚ୍ଚନ

ନୂଆଦିଲ୍ଲୀ,୨୪।୭: ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ମଣିପୁର ଘଟଣାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ବିରୋଧୀ ମିଳିତ ମେଣ୍ଟ ‘ଇଣ୍ଡିଆନ ନ୍ୟାସନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଇନ୍ସ’ (ଇଣ୍ଡିଆ)ର ପ୍ରତିନିଧୀମାନେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଦାବି କରି ସୋମବାର ସଂସଦ ପରିସରରେ ପ୍ରଦର୍ଶନ କରିଛନ୍ତି। ବିରୋଧୀ ଦଳର ପ୍ରଦର୍ଶନ ସମୟରେ ଜୟା ପ୍ରତିକ୍ରିୟା ପ୍ରକାଶ କରି କହିଛନ୍ତି, ମଣିପୁର ଘଟଣାରେ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା କରାଯାଉଛି କିନ୍ତୁ ଆମ ଦେଶରେ ନୁହେଁ। ଏହା ଲଜ୍ଜାଜନକ ବିଷୟ। ଅନ୍ୟପକ୍ଷରେ ରାଜ୍ୟ ସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖାର୍ଗେ, ଜନତା ଦଳ (ୟୁନାଇଟେଡ) ର ଲଲନ ସିଂ, ଡିଏମକେର ଟିଆର ବାଲୁ, ଆମ ଆଦମୀ ପାର୍ଟିର ସଞ୍ଜୟ ସିଂ, ରାଷ୍ଟ୍ରିୟ ଜନତା ଦଳର ମନୋଜ ଝା ଏବଂ ଅନ୍ୟ ଦଳର ଏମ୍‌ପିମାନେ ପ୍ରଦର୍ଶନରେ ଅଂଶଗ୍ରହଣ କରିଥିଲେ।
ସୂଚନାଯୋଗ୍ୟ,ବୁଧବାର ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ ପରେଡ କରିବାର ଭିଡିଓ ଆସିବା ପରେ ମଣିପୁରରେ ଉତ୍ତେଜନା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri