Posted inଜାତୀୟ

ଅଖିଳେଶଙ୍କୁ ଝଟକା: ଏସ୍‌ପିର ମେୟର ପ୍ରାର୍ଥୀ ଅର୍ଚ୍ଚନା ବର୍ମା ଭାଜପାରେ ସାମିଲ

ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶର ଶାହଜାହାନପୁରରେ ପ୍ରଥମ ଥର ପାଇଁ ନଗରନିଗମ ନିର୍ବାଚନ ହେବାକୁ ଯାଉଛି। ତେବେ ନିର୍ବାଚନ ପୂର୍ବରୁ ଏକ ବଡ଼ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ସମାଜବାଦୀ ପାର୍ଟି ଦ୍ୱାରା ମେୟର ପ୍ରାର୍ଥୀ ହୋଇଥିବା ଅର୍ଚ୍ଚନା ବର୍ମା ରବିବାର ଭାଜପାରେ ଯୋଗ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏବଂ ଅର୍ଥମନ୍ତ୍ରୀ ସୁରେଶ ଖନ୍ନାଙ୍କ ଉପସ୍ଥିତିରେ ଲକ୍ଷ୍ନୌ ଭାଜପା କାର୍ଯ୍ୟାଳରେ ଅର୍ଚ୍ଚନା ବର୍ମା ଦଳରେ ସାମିଲ ହୋଇଛନ୍ତି।

ଅର୍ଚ୍ଚନା ବର୍ମା ହେଉଛନ୍ତି ରାମମୂର୍ତ୍ତି ବର୍ମାଙ୍କ ବୋହୂ, ଯିଏ ଅଖିଳେଶ ସରକାରରେ ମନ୍ତ୍ରୀ ଥିଲେ। ଏସପି ତାଙ୍କୁ ମେୟର ଟିକେଟ ମଧ୍ୟ ଦେଇଥିଲେ, କିନ୍ତୁ ସେ ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କୁ ଝଟକା ଦେଇ ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ବ୍ରିକ୍ସ ଘୋଷଣାପତ୍ରରେ ଏକପାଖିଆ ଯୁଦ୍ଧକୁ ନିନ୍ଦା, ଭାରତର ବଡ଼ କୂଟନୈତିକ ବିଜୟ କହି…

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ(BRICS)ଶିଖର ସମ୍ମିଳନୀର ଶେଷ ଅଧିବେଶନରେ ସର୍ବସମ୍ମତିକ୍ରମେ ‘ଦିଲ୍ଲୀ ଘୋଷଣାପତ୍ର ୨୦୨୬’ ଗୃହୀତ ହୋଇଛି। ଏହି ଘୋଷଣାନାମାରେ ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କଡ଼ା ନିନ୍ଦା କରାଯାଇଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?