Posted inଜାତୀୟ

ନିର୍ବାଚନରେ ଗଡବଡର ଅଭିଯୋଗ ଆଣିଲା ସମାଜବାଦୀ ପାର୍ଟି

ଲକ୍ଷ୍ନୌ,୫ ।୧୨: ଉତ୍ତର ପ୍ରଦେଶର ରାମପୁର ସଦର, ଖତୌଲି ଓ ମେନପୁରୀ ଲୋକ ସଭା ଆସନରେ ସୋମବାର ହେଉଥିବା ନିର୍ବାଚନରେ ଗଡବଡ ହୋଇଥିବା ଅଭିଯୋଗ କରିଛି ସମାଜବାଦୀ ପାର୍ଟି । ଏପରି ଅଭିଯୋଗ ଦଳ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଆଣିଛି । ସମାଜବାଦୀ ପାର୍ଟି କହିଛି ତା’ର କର୍ମୀଙ୍କୁ ବୁଥରୁ ବାହାରକୁ ବାହାର କରି ଦିଆଯାଉଛି । ଏହାସହ ମତଦାନ ହାର କମ କରିବାକୁ ଅନେକଙ୍କୁ ଭୋଟ ଦେବାକୁ ବାରଣ କରାଯାଉଛି । ଏହାସହ କିଛି ଅଞ୍ଚଳରେ ଇଭିଏମ ଖରାପ ହୋଇଥିବା ବି ଅଭିଯୋଗ କରିଛି ସମାଜବାଦୀ ପାର୍ଟି । ଦଳ ଅଭିଯୋଗ କରିଛି ଯେ କରହଲର ବଲପୁରା ଗାଁରେ ଗୋଟିଏ ଭୋଟ ଗ୍ରହଣ କେନ୍ଦ୍ରରେ ମୁସଲମାନ ଭୋଟରଙ୍କ ଆଇଡି କାର୍ଡ ଦେଖି ସେମାନଙ୍କୁ ଭୋଟ ଦେବାକୁ ଭାଜପା ଏଜେଣ୍ଟ ପକ୍ଷରୁ ବାରଣ କରାଯାଉଛି ।
ହେଲେ ଏବେ ମତଦାନ ଚାଲିଛି । ଏପଟେ ସମାଜବାଦୀ ପାର୍ଟି ଏକ ଟୁଇଟରେ ଲେଖିଛି ମତନଦାନ ଡ୍ୟୁଟିରେ ଥିବା ପୋଲିସ କର୍ମୀଙ୍କ ଉପରେ ପକ୍ଷପାତିତାର ଅଭିଯୋଗ ଆଣିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri