କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇ ଥିବାବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?