ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ରେଙ୍ଗାଲି ଷ୍ଟେଶନରେ ରହିବ ସମଲେଶ୍ୱରୀ ଟ୍ରେନ୍‌

ସମ୍ବଲପୁର,୧୫ା୨(ପ୍ରମୋଦ ବହିଦାର): ସମ୍ବଲପୁର ରେଳ ମଣ୍ଡଳ ଅଧୀନ ରେଙ୍ଗାଲି ରେଳ ଷ୍ଟେଶନରେ ଆସନ୍ତା ମାର୍ଚ୍ଚ ଦ୍ୱିତୀୟ ସପ୍ତାହରୁ ହାୱଡ଼ା-ଜଗଦଲପୁର ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ ରହଣି କରିବ। ଏହାକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଅନୁମୋଦନ କରିଛନ୍ତି। ଏ ସମ୍ପର୍କରେ ସେ ରେଙ୍ଗାଲି ବିଧାୟକଙ୍କୁ ଚିଠି ଲେଖି ସୂଚନା ଦେଇଛନ୍ତି।

ରେଙ୍ଗାଲି ବିଧାୟକ ନାଉରୀ ନାୟକ ୨୦୨୩ ଜୁଲାଇ ୩୧ରେ ଏ ନେଇ ରେଳମନ୍ତ୍ରୀ ବୈଷ୍ଣବଙ୍କୁ ପତ୍ରଲେଖି ନିବେଦନ କରିଥିଲେ। ବିଧାୟକ ନାୟକ କହିଛନ୍ତି, ପଶ୍ଚିମ ଓଡ଼ିଶାରୁ ସିଧାସଳଖ କୋଲକାତାକୁ ଯୋଗାଯୋଗ କରୁଥିବା ସମଲେଶ୍ୱରୀ ଟ୍ରେନ୍‌ ରହଣି ଫଳରେ ଓଡ଼ିଶାର ଅନ୍ୟତମ ଶିଳ୍ପ କରିଡର ଭାବେ ପରିଚିତ ରେଙ୍ଗାଲିରେ ବ୍ୟବସାୟ ଅଭିବୃଦ୍ଧିରେ ସହାୟକ ହୋଇପାରିବ। ତାଙ୍କ ଅନୁରୋଧ ରକ୍ଷା କରିଥିବାରୁ ରେଙ୍ଗାଲି ନିର୍ବାଚନମଣ୍ଡଳୀବାସୀଙ୍କ ପକ୍ଷରୁ ବିଧାୟକ ନାୟକ ରେଳମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଝୁଲାଇ ରଖିଲା ବିଜେଡି, ବିରୋଧୀଙ୍କ ପ୍ରଚାର ଜୋରଦାର

ଯାଜପୁର,୨୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୂଡାନ୍ତ ହୋଇଥିବାବେଳେ ବିଜେଡି ଏଯାଏ ଝୁଲାଇ ରଖିଛି। ତେଣୁ ଶାସକ ଦଳର...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri